Masthead

ଓଲଟିଲା ପିକ ଅପ୍ ଭ୍ୟାନ,୭ମୃତ ୧୫ରୁ ଅଧିକ ଗୁରୁତର

କୋରାପୁଟ (ବଡ଼ ଖବର ବ୍ୟୁରୋ): କୋରାପୁଟ କୋଟପାଡ଼ ସିନ୍ଧିଗାଁ ନିକଟରେ ମର୍ମନ୍ତୁଦ ଦୁର୍ଘଟଣା । ରାସ୍ତା ତଳକୁ ଓଲଟିଲା ପିକ ଅପ୍ ଭ୍ୟାନ । ୭ମୃତ ଓ ୧୫ରୁ ଅଧିକ ଲୋକ ଗୁରୁତର ହୋଇଥିବା ସୂଚନା । ଜୟପୁର ସହର କୋଟପାଡ ବ୍ଲକ ଅନ୍ତର୍ଗତ ମୁର୍ତ୍ତାହାଣ୍ଡିଠାରେ ଭାରସାମ୍ୟ ହରାଇ ଓଲଟି ପଡିଲା ପିକ ଅପ୍ ଭ୍ୟାନ। ଦଶାହ କାମ ସାରି ଛତିଶଗଡ ଫେରୁଥିବା ବେଳେ ଘଟିଲାବେଳେ ଅଘଟଣ । ତେବେ ଦୁର୍ଘଟଣାର କାରଣ ଅସ୍ପଷ୍ଟ ରହିଛି । ଦୁର୍ଘଟଣାରେ ଗୁରୁତର ଓ ଆହତ ମାନଙ୍କୁ ସ୍ଥାନୀୟ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇଛି । ମୃତକଙ୍କ ସଂଖ୍ୟା ବଢିପାରେ ବୋଲି ଆଶଙ୍କା ରହିଛି । ଘଟଣାସ୍ଥଳରେ ପୋଲିସ ଓ ସ୍ଥାନୀୟ ଲୋକ ପହଞ୍ଚି ଉଦ୍ଧାର କାର୍ଯ୍ୟ ଜାରି ରଖିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ