Masthead

ଓଲଟିଲା ଟ୍ରାକ୍ଟର

ବାଲିଆପାଳ (ବଡ଼ ଖବର ବୁରୋ): ଭାରସାମ୍ୟ ହରାଇ ଓଲଟିଲା ଟ୍ରାକ୍ଟର । ବାଲେଶ୍ୱର ଜିଲ୍ଲା ବାଲିଆପାଳ ବ୍ଲକ ବଡସିମୁଳିଆ ଗ୍ରାମରେ ବାଲି ବୋଝେଇ ଟ୍ରାକ୍ଟର ଭାରସାମ୍ୟ ହରାଇ ରାସ୍ତା ତଳକୁ ଓଲଟି ପଡିଛି । ଡ୍ରାଇଭର ଟ୍ରାକ୍ଟର ତଳେ ଚାପି ହୋଇଯାଇଥିଲେ । ଅଗ୍ନିଶମ କର୍ମଚାରୀ ଜେସିବିରେ ଟ୍ରାକ୍ଟର ତଳୁ ଡ୍ରାଇଭରଙ୍କୁ ବାହାର କରାଯାଇଥିଲା । ଡ୍ରାଇଭରଙ୍କ ଗୋଡ ଭାଙ୍ଗି ଅଳ୍ପକେ ମୃତ୍ୟୁମୁଖରୁ ବଞ୍ଚିଯାଇଥିଲେ । ତାଙ୍କୁ ଉଦ୍ଧାର କରାଯାଇ ସ୍ଥାନୀୟ ଇଡ୍କୋ ହସ୍ପିଟାଲରେ ଭର୍ତ୍ତି କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା