Masthead

୫୦ ଲକ୍ଷ ବ୍ୟୟରେ ନିର୍ମିତ ପୋଖରୀର ଖନନ, ସୌନ୍ଦର୍ଯ୍ୟକରଣ କାର୍ଯ୍ୟର ତଦନ୍ତ

ପାଟକୁରା (ବଡ଼ ଖବର ବ୍ୟୁରୋ): ପୋଖରୀ ଖୋଳି ପାହାଚ ଖୋଜା ଚାଲିଛି । ଏପରି ଏକ ଦୃଶ୍ୟ ଦେଖିବାକୁ ମିଳିଛି କେନ୍ଦ୍ରାପଡ଼ା ଜିଲ୍ଲା ଗରଦପୁର ବ୍ଳକ୍ ପରିସରରେ। ଲୋକାୟୁକ୍ତଙ୍କ ନିର୍ଦ୍ଦେଶକ୍ରମେ ବିଭିନ୍ନ ଦୁର୍ନୀତିର ତଦନ୍ତ ଆରମ୍ଭ କରିଥିବା କଟକ ଭିଜିଲାନ୍ସ ଟିମ୍ ଆଜି ତଦନ୍ତର ତୃତୀୟ ଦିନରେ ହାରାହାରି ୫୦ ଲକ୍ଷ ଟଙ୍କାରୁ ଉର୍ଦ୍ଧ ବ୍ୟୟରେ ନିର୍ମିତ ବ୍ଳକ୍ ପରିସର ମଧ୍ୟରେ ଥିବା ପୋଖରୀର ଖନନ, ସୌନ୍ଦର୍ଯ୍ୟକରଣ କାର୍ଯ୍ୟର ତଦନ୍ତ କରିଥିଲେ ।

ତଦନ୍ତ ସମୟରେ ଦୁର୍ନୀତିର ଗନ୍ଧ ସ୍ପଷ୍ଟ ବାରି ହୋଇ ପଡୁଥିବା ବେଳେ ଭିଜିଲାନ୍ସ ଟିମ୍ ପୋଖରୀ ଖୋଳି ପାହାଚ ଖୋଜୁଥିବାର ଦୃଶ୍ୟ ବେଶ୍ କୌତୁହଳ ସୃଷ୍ଟି କରିଥିଲା। ତଦନ୍ତର ଆଜି ତୃତୀୟ ଦିନରେ ଭିଜିଲାନ୍ସ ଟିମର ବିଭିନ୍ନ ପ୍ରଶ୍ନରେ ଯନ୍ତ୍ରୀଙ୍କ ତଣ୍ଟି ଶୁଖିଯାଇଥିବା ବେଳେ ଆଗକୁ ଆହୁରି ୨ ଦିନ ତଦନ୍ତ ବାକି ରହିଥିବାରୁ କେଉଁ କେଉଁ ନୂଆ ତଥ୍ୟ ସାମ୍ନାକୁ ଆସୁଛି ଦେଖିବାର ବାକି ରହିଲା।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ 🔴 ଗୃହିଣୀଙ୍କ ପାଇଁ ସୁପ୍ରିମକୋର୍ଟରୁ ଆସିଲା ବଡ ଶୁଣାଣୀ 🔴 ଧମକର କେଇ ଘଣ୍ଟା ପରେ ଟ୍ରମ୍ପଙ୍କ ୟୁଟର୍ଣ୍ଣ 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ 🔴 ଗୃହିଣୀଙ୍କ ପାଇଁ ସୁପ୍ରିମକୋର୍ଟରୁ ଆସିଲା ବଡ ଶୁଣାଣୀ 🔴 ଧମକର କେଇ ଘଣ୍ଟା ପରେ ଟ୍ରମ୍ପଙ୍କ ୟୁଟର୍ଣ୍ଣ