ମହାକାଶ କ୍ଷେତ୍ରରେ ବିଦେଶୀ କମ୍ପାନୀଗୁଡ଼ିକର ପୁଞ୍ଜି ବିନିଯୋଗ ବୃଦ୍ଧି ପାଇବ !

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ଇଣ୍ଡିଆନ ସ୍ପେଶ ରିସର୍ଚ୍ଚ ଅରଗାନାଇଜେସନ ବା ISROକୁ ନେଇ ବଡ଼ ବୟାନ ଦେଲେ ISRO ମୁଖ୍ୟ । ଖବୁଶୀଘ୍ର ବିଦେଶୀ କମ୍ପାନୀ ଗୁଡ଼ିକ ଭାରତରେ ପୁଞ୍ଜି ବିନିଯୋଗ କରିବା ପାଇଁ ଯାଉଛନ୍ତି । ଏପରି ହେବା ଦ୍ୱାରା ମହାକାଶ କ୍ଷେତ୍ରରେ ବିଦେଶୀ ଏବଂ ଭାରତୀୟ କମ୍ପାନୀଙ୍କ ମଧ୍ୟରେ ସହଯୋଗର ଅପାର ସମ୍ଭାବନା ଖୋଲିବ ବୋଲି ଅନୁମାନ କରାଯାଉଛି ।

କେବଳ ଏତିକି ନୁହେଁ ବରଂ ଅନେକ କମ୍ପାନୀ ଭାରତୀୟ ମହାକାଶ କ୍ଷେତ୍ର ପ୍ରତି ଆଗ୍ରହ ଦେଖାଉଛନ୍ତି ବୋଲି କୌଳାଶଭାଦୀଭ ଶିଭାନ କହିଛନ୍ତି । ଆଗାମୀ ଦିନରେ ISRO ଅନୁସନ୍ଧାନ ଏବଂ ପ୍ରଯୁକ୍ତିବିଦ୍ୟା ବିକାଶ ଉପରେ ଅଧିକ ଧ୍ୟାନ ଦିଆଯିବ ବୋଲି ସୂଚନା ମିଳିଛିା  ଯାହାଦ୍ୱାରା ପରିବର୍ତ୍ତନଶୀଳ ସମୟକୁ ଦୃଷ୍ଟିରେ ରଖି ଅଧିକ ଦାୟିତ୍ୱ ସହିତ ଅଳ୍ପ ସମୟ ମଧ୍ୟରେ ବୈଷୟିକ ପଛୁଆତାକୁ ଦୂର କରାଯାଇ ପାରିବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର! 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର!