ପ୍ରଧାନମନ୍ତ୍ରୀଙ୍କୁ ଜି-୭ ଶିଖର ସମ୍ମିଳନୀ ପାଇଁ ନିମନ୍ତ୍ରଣ

ନୂଆଦିଲ୍ଲୀ (ବଡ ଖବର ବ୍ୟୁରୋ) : ୫୧ତମ ଜି-୭ ଶିଖର ସମ୍ମିଳନୀ ପାଇଁ ପ୍ରଧାନମନ୍ତ୍ରୀଙ୍କୁ ନରେନ୍ଦ୍ର ମୋଦିଙ୍କୁ ନିମନ୍ତ୍ରଣ କଲେ କାନାଡାର ପ୍ରଧାନମନ୍ତ୍ରୀ ମାର୍କ କାର୍ନି । ଜୁନ୍ ୧୫ରୁ ୧୭ ପର୍ଯ୍ୟନ୍ତ କାନାଡ଼ାର କାନାନାସ୍କିସରେ ଆୟୋଜିତ ହେଉଥିବା ଜି-୭ ସମ୍ମିଳନୀରେ ଉପସ୍ଥିତ ରହିବା ପାଇଁ ଫୋନ୍ କଲ୍ ମାଧ୍ୟମରେ ମୋଦିଙ୍କୁ ନିମନ୍ତ୍ରଣ କରିଛନ୍ତି । ନରେନ୍ଦ୍ର ମୋଦି ମଧ୍ୟ ଏହି ନିମନ୍ତ୍ରଣକୁ ଗ୍ରହଣ କରିଛନ୍ତି । ମୋଦି ତାଙ୍କ ଟ୍ୱିଟରରେ ପୋଷ୍ଟ କରିଛନ୍ତି ଯେ ସେ ମାର୍କିଙ୍କ ଫୋନ୍ କଲ୍ ପାଇଁ ଖୁସି ହୋଇଛନ୍ତି । ନିର୍ବାଚନର ବିଜୟ ପାଇଁ ମାର୍କ କାର୍ନିଙ୍କୁ ଅଭିନନ୍ଦନ ଜଣାଇବା ସହ ମାର୍କ, ଜି-୭ ସମ୍ମିଳନୀରେ ତାଙ୍କୁ ନିମନ୍ତ୍ରଣ କରିଥିବାରୁ ସେ ଧନ୍ୟବାଦ ଜଣାଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’