ସମାଧାନ ପାଇଁ ପୁନର୍ବାର କୁସ୍ତିଯୋଦ୍ଧାଙ୍କୁ ଆମନ୍ତ୍ରଣ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଏବେ ବି ଧାରଣାରେ କୁସ୍ତିଯୋଦ୍ଧା । ହେଉନାହିଁ ସମସ୍ୟାର ସମାଧାନ । ସମାଧାନ ପାଇଁ ସରକାର ପୁନର୍ବାର କୁସ୍ତିଯୋଦ୍ଧାମାନଙ୍କୁ ଆଲୋଚନା ପାଇଁ ଆମନ୍ତ୍ରଣ କରିଛନ୍ତି। କେନ୍ଦ୍ର କ୍ରୀଡ଼ା ମନ୍ତ୍ରୀ ଅନୁରାଗ ଠାକୁର ଏହି ସୂଚନା ଦେଇଛନ୍ତି। ଅନୁରାଗ ଟ୍ୱିଟ କରି କହିଛନ୍ତି, କୁସ୍ତିଯୋଦ୍ଧାମାନଙ୍କ ସହିତ ସେମାନଙ୍କ ସମସ୍ୟା ଉପରେ ଆଲୋଚନା କରିବାକୁ ସରକାର ପ୍ରସ୍ତୁତ ଅଛନ୍ତି। ମୁଁ ଏଥିପାଇଁ ପୁଣି ଥରେ କୁସ୍ତିମାନଙ୍କୁ ନିମନ୍ତ୍ରଣ କରିଛି। ଏହାପୂର୍ବରୁ ଅଲିମ୍ପିକ ପଦକ ବିଜେତା ବଜରଙ୍ଗ ପୁନିଆ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି ଯେ କୁସ୍ତିଯୋଦ୍ଧା ଏବଂ ସେମାନଙ୍କ କୋଚ ଶନିବାର ରାତିରେ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କ ସହ ଆଲୋଚନା କରିଛନ୍ତି।

ସେପଟେ ଜୀବନ ଆଗରେ ଚାକିରି କିଛି ନୁହେଁ । ଯଦି ଚାକିରି ନ୍ୟାୟର ରାସ୍ତାରେ ଆସିବ ତାହେଲେ ଚାକିରି ଛାଡିବାକୁ ୧୦ ସେକେଣ୍ଡ ଲାଗିବନି ବୋଲି ରେସଲର ସାକ୍ଷୀ ମଲିକ କହିଛନ୍ତି । ଜନ୍ତରମନ୍ତରରୁ ବହିଷ୍କୃତ ହେବା ପରେ କୁସ୍ତିଯୋଦ୍ଧାମାନେ ଆନେ୍ଦାଳନରୁ ଓହରି ଯାଇଥିବା ଏବଂ ନିଜ ନିଜ କାମକୁ ଫେରିଥିବା କୁହାଯାଉଛି । କିନ୍ତୁ ଏହାକୁ ପ୍ରତ୍ୟାଖାନ କରିଛନ୍ତି ରେସଲର ସାକ୍ଷୀ ମଲିକ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ