Masthead

ଆଜି ଆଇପିଏଲରେ କୋହଲିଙ୍କୁ ଟକ୍କର ଦେବେ ଏହି ଖେଳାଳି

ଦୁବାଇ(ବଡ଼ ଖବର ବ୍ୟୁରୋ) : ଆଜି ଆଇପିଏଲର ୧୯ତମ ମ୍ୟାଚରେ ମୁହାଁମୁହିଁ ହେବେ ଦିଲ୍ଲୀ କ୍ୟାପିଟାଲ୍ସ ଓ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର । ବିରାଟ କୋହଲିଙ୍କୁ ଟକ୍କର ଦେବେ ଶ୍ରେୟସ୍ ଆୟର । ଉଭୟ ଦଳ ଆଜି ସେମାନଙ୍କ ପଞ୍ଚମ ମ୍ୟାଚ ଦୁବାଇରେ ଖେଳିବେ । ଗତ ମ୍ୟାଚରେ ବିରାଟ ଧୁଆଁଧାର ବ୍ୟାଟିଂ କରି ଦଳକୁ ବିଜୟ ଭେଟି ଦେଇଥିବା ବେଳେ ଶ୍ରେୟସ୍ ଆୟର ମଧ୍ୟ ଚତ୍ମକାର ବ୍ୟାଟିଂ କରି ଦଳକୁ ବିଜୟ ଭେଟି ଦେଇଥିଲେ । ତେଣୁ ଆଜି ସମସ୍ତଙ୍କ ନଜର ଉଭୟ ଦଳର କ୍ୟାପଟେନଙ୍କ ଉପରେ ରହିବ । ଆଇପିଏଲ ଇତିହାସରେ ଉଭୟ ଦଳ ଏବେ ସୁଦ୍ଧା ୨୩ଟି ମ୍ୟାଚରେ ସାମ୍ନାସାମ୍ନି ହୋଇଛନ୍ତି । ସେଥିମଧ୍ୟରୁ ଆଠଟି ମ୍ୟାଚ ଦିଲ୍ଲୀ ଜିତିଥିବା ବେଳେ ଚଉଦଟି ମ୍ୟାଚ ବାଙ୍ଗାଲୋର ଜିତିଛି ଏବଂ ଗୋଟିଏ ମ୍ୟାଚ ଡ୍ର ରହିଥିଲା । ବର୍ତ୍ତମାନ ପଏଣ୍ଟେ ଟେବୁଲରେ ଦିଲ୍ଲୀ ଦ୍ୱିତୀୟ ସ୍ଥାନରେ ଥିବା ବେଳେ ବାଙ୍ଗାଲୋର ତୃତୀୟ ସ୍ଥାନରେ ରହିଛି । ତେବେ ଏହି ମ୍ୟାଚକୁ ଜିତି ଉଭୟ ଦଳ ପଏଣ୍ଟେ ଟେବୁଲରେ ଉପରକୁ ଯିବା ପାଇଁ ଚେଷ୍ଟା କରିବେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି