Masthead

ଆଇପିଏଲ ଫାଇନାଲ ମୁକାବିଲା

ଅହମ୍ମଦାବାଦ (ବଡ଼ ଖବର ବ୍ୟୁରୋ): କିଛି ସମୟ ପରେ ଅହମ୍ମଦାବାଦର ନରେନ୍ଦ୍ର ମୋଦୀ ଷ୍ଟାଡିୟମରେ ଗୁଜରାଟ ଟାଇଟନ୍ସ ବନାମ ଚେନ୍ନାଇ ସୁପରକିଙ୍ଗସ୍ ଫାଇନାଲ ମ୍ୟାଚ ଖେଳାଯିବ । ଗତବର୍ଷର ବିଜେତା ଗୁଜୁରାଟ ଟାଇଟନ୍ସ ୪ ଥର ବିଜେତା ଚେନ୍ନାଇ ସୁପର କିଙ୍ଗସ୍କୁ ଭେଟିବେ । ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ନେତୃତ୍ୱାଧୀନ ଗୁଜରାଟ ଟାଇଟନ୍ସ ୨୦୨୨ରେ ରାଜସ୍ଥାନ ରୟାଲ୍ସକୁ ଫାଇନାଲରେ ପରାସ୍ତ କରିଥିଲା । ୨୦୨୩ରେ ମଧ୍ୟ ଗୁଜରାଲ ଟାଇଟନ୍ସ ନିଜର ଏହି ବିଜୟକୁ ଦୋହରାଇବାକୁ ଚେଷ୍ଟା କରିବ । ମହେନ୍ଦ୍ର ସିଂ ଧୋନିଙ୍କ ନେତୃତ୍ୱାଧୀନ ଚେନ୍ନାଇ ସୁପରକିଙ୍ଗସ ଫାଇନାଲରେ ମଧ୍ୟ ବିଜୟ ହାତେଇବାକୁ ସମାନ ପ୍ରୟାସ କରିବ । ଫାଇନାଲ ମ୍ୟାଚ ଆଜି ସଂନ୍ଧ୍ୟା ୭.୩୦ରେ ଖେଳାଯିବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ