Masthead

ଆଇପିଏଲ ଫାଇନାଲ ମୁକାବିଲା

ଅହମ୍ମଦାବାଦ (ବଡ଼ ଖବର ବ୍ୟୁରୋ): କିଛି ସମୟ ପରେ ଅହମ୍ମଦାବାଦର ନରେନ୍ଦ୍ର ମୋଦୀ ଷ୍ଟାଡିୟମରେ ଗୁଜରାଟ ଟାଇଟନ୍ସ ବନାମ ଚେନ୍ନାଇ ସୁପରକିଙ୍ଗସ୍ ଫାଇନାଲ ମ୍ୟାଚ ଖେଳାଯିବ । ଗତବର୍ଷର ବିଜେତା ଗୁଜୁରାଟ ଟାଇଟନ୍ସ ୪ ଥର ବିଜେତା ଚେନ୍ନାଇ ସୁପର କିଙ୍ଗସ୍କୁ ଭେଟିବେ । ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ନେତୃତ୍ୱାଧୀନ ଗୁଜରାଟ ଟାଇଟନ୍ସ ୨୦୨୨ରେ ରାଜସ୍ଥାନ ରୟାଲ୍ସକୁ ଫାଇନାଲରେ ପରାସ୍ତ କରିଥିଲା । ୨୦୨୩ରେ ମଧ୍ୟ ଗୁଜରାଲ ଟାଇଟନ୍ସ ନିଜର ଏହି ବିଜୟକୁ ଦୋହରାଇବାକୁ ଚେଷ୍ଟା କରିବ । ମହେନ୍ଦ୍ର ସିଂ ଧୋନିଙ୍କ ନେତୃତ୍ୱାଧୀନ ଚେନ୍ନାଇ ସୁପରକିଙ୍ଗସ ଫାଇନାଲରେ ମଧ୍ୟ ବିଜୟ ହାତେଇବାକୁ ସମାନ ପ୍ରୟାସ କରିବ । ଫାଇନାଲ ମ୍ୟାଚ ଆଜି ସଂନ୍ଧ୍ୟା ୭.୩୦ରେ ଖେଳାଯିବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଚଳନ୍ତା ଟ୍ରେନ୍ ରେ ଯାତ୍ରୀଙ୍କୁ ପିଟିପିଟି ହତ୍ୟା 🔴 ଦିଲ୍ଲୀ ଯୁବତୀଙ୍କୁ ଯାଜପୁରେ ଅସଦାଚରଣ 🔴 ଧଳା ଜହର ଜବତ ସହ ୨ ମହିଳା ଗିରଫ 🔴 ୫ ବିଧାନସଭା ଉପନିର୍ବାଚନର ଫଳାଫଳ, ସବୁ ପାର୍ଟି ଖୁସ 🔴 ପରୀକ୍ଷାର୍ଥୀଙ୍କୁ ସରକାରଙ୍କ ବଡ଼ ଭେଟି 🔴 ଆଜି ମହାପ୍ରଭୁଙ୍କ ଘଣା ଓ ଖଳି ପ୍ରସାଦ ଲାଗି ନୀତି 🔴 ୨୭ ଯାଏଁ ରାଜ୍ୟରେ ପ୍ରବଳ ବର୍ଷା 🔴 ଗୋଷ୍ଠୀସଙ୍ଘର୍ଷ, ୭ ଆହତ 🔴 ବିଜାପୁରରେ ପୁଣି ମାଓ ହିଂସା 🔴 ବିଭିନ୍ନ ସ୍ଥାନରେ ହାଲୁକା ବର୍ଷା ସମ୍ଭାବନା 🔴 ଚଳନ୍ତା ଟ୍ରେନ୍ ରେ ଯାତ୍ରୀଙ୍କୁ ପିଟିପିଟି ହତ୍ୟା 🔴 ଦିଲ୍ଲୀ ଯୁବତୀଙ୍କୁ ଯାଜପୁରେ ଅସଦାଚରଣ 🔴 ଧଳା ଜହର ଜବତ ସହ ୨ ମହିଳା ଗିରଫ 🔴 ୫ ବିଧାନସଭା ଉପନିର୍ବାଚନର ଫଳାଫଳ, ସବୁ ପାର୍ଟି ଖୁସ 🔴 ପରୀକ୍ଷାର୍ଥୀଙ୍କୁ ସରକାରଙ୍କ ବଡ଼ ଭେଟି 🔴 ଆଜି ମହାପ୍ରଭୁଙ୍କ ଘଣା ଓ ଖଳି ପ୍ରସାଦ ଲାଗି ନୀତି 🔴 ୨୭ ଯାଏଁ ରାଜ୍ୟରେ ପ୍ରବଳ ବର୍ଷା 🔴 ଗୋଷ୍ଠୀସଙ୍ଘର୍ଷ, ୭ ଆହତ 🔴 ବିଜାପୁରରେ ପୁଣି ମାଓ ହିଂସା 🔴 ବିଭିନ୍ନ ସ୍ଥାନରେ ହାଲୁକା ବର୍ଷା ସମ୍ଭାବନା