Masthead

ବିଜୟ ଧାରା ବଜାୟ ରଖିଲା ହାଇଦ୍ରାବାଦ

ଦୁବାଇ (ବଡ଼ ଖବର ବ୍ୟୁରୋ): କାମ ଦେଲାନି ମହେନ୍ଦ୍ର ସିଂ ଧୋନିଙ୍କ ପାୱର ହିଟିଂ। ପୁଣିଥରେ ଫେଲ ମାରିଲା କ୍ୟାପ୍ଟେନ କୁଲଙ୍କ ରଣନୀତି। ସନ ରାଇଜର୍ସ ହାଇଦ୍ରାବାଦ ଠାରୁ ଶେଷରେ ଚେନ୍ନାଇ ସୁପରକିଙ୍ଗସ ୭ ରନ୍‌ରେ ପରାସ୍ତ ହୋଇଛି। ପୂର୍ବ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ ଓ ଦିଲ୍ଲୀ କ୍ୟାପିଟାଲ୍ସ୍ ଠାରୁ ପରାଜୟର ସ୍ୱାଦ ଚାଖିଥିବା ଧୋନିଙ୍କ ଚେନ୍ନାଇ କ୍ରମାଗତ ତୃତୀୟ ପରାଜୟ ବରଣ କରିଛନ୍ତି।

ଅନ୍ୟପକ୍ଷରେ କ୍ରମାଗତ ଦୁଇଟି ଯାକ ମ୍ୟାଚ୍‌ ଜିତି ସନ ରାଇଜର୍ସ ହାଇଦ୍ରାବାଦ ଚଳିତ ଆଇପିଏଲରେ ନିଜର ଦାବିଦାରକୁ ଆହୁରି ଦୃଢ଼ୀଭୂତ କରିଛି। ଏଥିସହ ଦଳ ପଏଣ୍ଟ ଟେବୁଲରେ ମଧ୍ୟ ଉପରକୁ ଆସିଛି।

ପ୍ରଥମେ ବ୍ୟାଟିଂ ହାଇଦ୍ରାବାଦ କରି ୫ୱିକେଟ ହରାଇ ୧୬୪ ରନ୍‌ କରିଥିବା ବେଳେ ଚେନ୍ନାଇ ୫ ୱିକେଟ ହରାଇ ୧୫୭ ରନ୍‌ କରିବାକୁ ସକ୍ଷମ ହୋଇଛି। ସନରାଇଜର୍ସ ପକ୍ଷରୁ ଗର୍ଗ ସର୍ବାଧିକ ୫୧* (୨୬ ବଲ୍, ୬ ଚୌକା, ୧ ଛକା) ରନ୍ ଓ ଅଭିଷେକ ୩୧ (୨୪ ବଲ୍, ୪ ଚୌକା, ୧ ଛକା) ରନର ଇନିଂସ୍ ଖେଳିଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ