Masthead

ଆଜି ଆଇପିଏଲରେ ଧୋନୀ- କାର୍ତ୍ତିକ୍ ସାମ୍ନାସାମ୍ନି

ଦୁବାଇ, (ବଡ଼ ଖବର ବ୍ୟୁରୋ): ଆଜି ଆଇପିଏଲର ତ୍ରୟୋଦଶ ସିଜନର ୨୧ତମ ମ୍ୟାଚରେ ମୁହାଁମୁହିଁ ହେବେ ଚେନ୍ନାଇ ସୁପର କିଙ୍ଗସ୍ ଓ କୋଲକାତା ନାଇଟ ରାଇଡ଼ର୍ସ। ମହେନ୍ଦ୍ର ସିଂ ଧୋନୀଙ୍କୁ ଟକ୍କର ଦେବେ ଦିନେଶ କାର୍ତ୍ତିକ୍ । ଏହି ମ୍ୟାଚ ଆଜି ଆବୁଧାବିରେ ଖେଳାଯିବ । କୋଲକାତା ପୂର୍ବ ମ୍ୟାଚରେ ପରାଜୟ ପରେ ଏହି ମ୍ୟାଚରେ ପୁଣି ଥରେ ବିଜୟ ଧାରାକୁ ଫେରିବାକୁ ଉଦ୍ୟମ କରିବ । ସେହିପରି ଭାବରେ ଚେନ୍ନାଇ ଲଗାତର ତିନୋଟି ମ୍ୟାଚ ପରାଜୟ ପରେ ଗତ ମ୍ୟାଚରେ ଦମଦାର ପ୍ରତ୍ୟାବର୍ତ୍ତନ କରି ବିଜୟ ଧାରାକୁ ଫେରିଛି । କୋଲକାତା ପଏଣ୍ଟେ ଟେବୁଲରେ ଚତୁର୍ଥ ସ୍ଥାନରେ ଥିବା ବେଳେ ଚେନ୍ନାଇ ପଞ୍ଚମ ସ୍ଥାନରେ ରହିଛି । ଉଭୟ ଦଳ ଆଜି ଏହି ମ୍ୟାଚ ଜିତି ପଏଣ୍ଟେ ଟେବୁଲରେ ଉପରକୁ ଯିବା ପାଇଁ ଚେଷ୍ଟା କରିବେ । କୋଲକାତା ଦଳର ଅଲରାଉଣ୍ଡର  ରସେଲ ଗତ ପାଞ୍ଚଟି ମ୍ୟାଚରେ ଭଲ ପ୍ରଦର୍ଶନ କରିନଥିବା ବେଳେ ଆଜି କିପରି ପ୍ରଦର୍ଶନ କରିବେ ତାହା ଉପରେ ସମସ୍ତଙ୍କ ନଜର ରହିବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ