Masthead

ଆଇପିଏଲ: କୋଲକାତା-ବାଙ୍ଗାଲୋର ମ୍ୟାଚ୍ ସ୍ଥଗିତ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଚିନ୍ତା ବଢାଉଛି କରୋନା । ଆଇପିଏଲକୁ କରୋନା ଝଟ୍କା । ଆଜିର କୋଲକାତା-ବାଙ୍ଗାଲୋର ମ୍ୟାଚ୍ ସ୍ଥଗିତ । କୋଲକାତାର ୨ ଖେଳାଳି କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । କଡ଼ା କଟକଣା ଭିତରେ ଖେଳା ଯାଉଥିବା ମ୍ୟାଚରେ କୋଲକାତା ନାଇଟ ରାଇଡର୍ସର ଦୁଇ ଜଣ ଖେଳାଳି କରୋନା ସଂକ୍ରମିତ ହୋଇଛନ୍ତି । ସେମାନେ ହେଲେ ବରୁଣ ଚକ୍ରବର୍ତ୍ତୀ ଓ ସନ୍ଦୀପ ୱାରିୟର ।

ସଂକ୍ରମିତ ହେବା କାରଣରୁ ବିରାଟ କୋହଲି ଆରସିବି କୋଲକାତା ବିପକ୍ଷରେ ଥିବା ମ୍ୟାଚ୍ ଖେଳିବେ ନାହିଁ ବୋଲି କହିଛନ୍ତି। ଯାହା ପାଇଁ ଆଜି ମ୍ୟାଚକୁ ସ୍ଥଗିତ ରଖାଯାଇଛି। ଏ ସଂକ୍ରାନ୍ତରେ ବିସିସିଆଇର ଜଣେ ଅଧିକାରୀ ସୂଚନା ଦେଇଛନ୍ତି। ସେ କହିଛନ୍ତି, ବରୁଣ ଓ ସନ୍ଦୀପଙ୍କ ଟେଷ୍ଟ ରିପୋର୍ଟ ପଜିଟିଭ ଆସିବା ପରେ ସମସ୍ତଙ୍କ ଚିନ୍ତା ବଢ଼ିଛି। ଏବେ କୋଲକାତାର ସବୁ ଖେଳାଳି ଓ ସଦସ୍ୟ ଆଇସୋଲେସନରେ ଅଛନ୍ତି। ସେମାନଙ୍କର ଟେଷ୍ଟ କରାଯିବ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ