Masthead

ଆଇପିଏଲ: କୋଲକାତା-ବାଙ୍ଗାଲୋର ମ୍ୟାଚ୍ ସ୍ଥଗିତ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଚିନ୍ତା ବଢାଉଛି କରୋନା । ଆଇପିଏଲକୁ କରୋନା ଝଟ୍କା । ଆଜିର କୋଲକାତା-ବାଙ୍ଗାଲୋର ମ୍ୟାଚ୍ ସ୍ଥଗିତ । କୋଲକାତାର ୨ ଖେଳାଳି କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । କଡ଼ା କଟକଣା ଭିତରେ ଖେଳା ଯାଉଥିବା ମ୍ୟାଚରେ କୋଲକାତା ନାଇଟ ରାଇଡର୍ସର ଦୁଇ ଜଣ ଖେଳାଳି କରୋନା ସଂକ୍ରମିତ ହୋଇଛନ୍ତି । ସେମାନେ ହେଲେ ବରୁଣ ଚକ୍ରବର୍ତ୍ତୀ ଓ ସନ୍ଦୀପ ୱାରିୟର ।

ସଂକ୍ରମିତ ହେବା କାରଣରୁ ବିରାଟ କୋହଲି ଆରସିବି କୋଲକାତା ବିପକ୍ଷରେ ଥିବା ମ୍ୟାଚ୍ ଖେଳିବେ ନାହିଁ ବୋଲି କହିଛନ୍ତି। ଯାହା ପାଇଁ ଆଜି ମ୍ୟାଚକୁ ସ୍ଥଗିତ ରଖାଯାଇଛି। ଏ ସଂକ୍ରାନ୍ତରେ ବିସିସିଆଇର ଜଣେ ଅଧିକାରୀ ସୂଚନା ଦେଇଛନ୍ତି। ସେ କହିଛନ୍ତି, ବରୁଣ ଓ ସନ୍ଦୀପଙ୍କ ଟେଷ୍ଟ ରିପୋର୍ଟ ପଜିଟିଭ ଆସିବା ପରେ ସମସ୍ତଙ୍କ ଚିନ୍ତା ବଢ଼ିଛି। ଏବେ କୋଲକାତାର ସବୁ ଖେଳାଳି ଓ ସଦସ୍ୟ ଆଇସୋଲେସନରେ ଅଛନ୍ତି। ସେମାନଙ୍କର ଟେଷ୍ଟ କରାଯିବ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ