Masthead

ଆଜି ଆଇପିଏଲରେ ଯୁବ ବନାମ ଅଭିଜ୍ଞ ଟକ୍କର

ଦୁବାଇ, (ବଡ଼ ଖବର ବ୍ୟୁରୋ) : ଆଜି ତ୍ରୟୋଦଶ ଆଇପିଏଲର ୨୭ତମ ମ୍ୟାଚରେ ମୁର୍ହାଁମୁହିଁ ହେବେ ଶ୍ରେୟସ ଆୟରଙ୍କ ନେତୃତ୍ୱାଧୀନ ଦିଲ୍ଲୀ କ୍ୟାପିଟାଲ୍ସ ଓ ରୋହିତ ଶର୍ମାଙ୍କ ନେତୃତ୍ୱାଧୀନ ମୁମ୍ବାଇ ଇଣ୍ଡିଆନ୍ସ । ଆଜି ଉଭୟ ଦଳ ସେମାନଙ୍କ ସପ୍ତମ ମ୍ୟାଚ ଆବୁଧାବୀରେ ଖେଳିବେ । ବର୍ତ୍ତମାନ ଦିଲ୍ଲୀ କ୍ୟାପିଟାଲ୍ସ ୬ଟି ମ୍ୟାଚରୁ ୫ଟି ବିଜୟ ସହ ପଏଣ୍ଟେ ଟେବୁଲର ପ୍ରଥମ ସ୍ଥାନରେ ଥିବା ବେଳେ ମୁମ୍ବାଇ ଇଣ୍ଡିଆନ୍ସ ୬ଟି ମ୍ୟାଚରୁ ୪ଟି ବିଜୟ ସହ ପଏଣ୍ଟେ ଟେବୁଲର ଦ୍ୱିତୀୟ ସ୍ଥାନରେ ରହିଛି । ଆଜି ଉଭୟ ଦଳ ଏହି ମ୍ୟାଚକୁ ଜିତି ପଏଣ୍ଟେ ଟେବୁଲରେ ପ୍ରଥମ ସ୍ଥାନରେ ରହିବାକୁ ଚେଷ୍ଟା କରିବେ । ଆଇପିଏଲ ଇତିହାସରେ ଉଭୟ ଦଳ ୨୪ ଥର ସାମ୍ନାସାମ୍ନି ହୋଇଥିବା ବେଳେ ଦୁଇ ଦଳ ୧୨ଟି ଲେଖାଏଁ ମ୍ୟାଚ ଜିତିଛନ୍ତି । ଉଭୟ ଦଳ ସେମାନଙ୍କ ପୂର୍ବ ତିନୋଟି ମ୍ୟାଚ ଜିତି ଥିବାରୁ ଆଜି ସେମାନଙ୍କ ଦଳରେ କୌଣସି ପରିବର୍ତ୍ତନ ହୋଇନପାରେ ବୋଲି ଆଶା କରାଯାଉଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ