Masthead

ଆଜି ପ୍ରଥମ କ୍ୱାଲିଫାୟାର, ମୁହାଁମୁହିଁ ହେବେ କୋଲକତା ନାଇଟ୍ ରାଇଡର୍ସ ଓ ସନ୍ ରାଇଜର୍ସ ହାଇଦ୍ରାବାଦ

ଅହମ୍ମଦାବାଦର(ବଡ଼ ଖବର ବ୍ୟୁରୋ): ଆଜି ଆଇପିଏଲ୨୦୨୪ର ପ୍ରଥମ କ୍ୱାଲିଫାୟାର । ଅହମ୍ମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡ଼ିୟମରେ ମୁହାଁମୁହିଁ ହେବେ କୋଲକତା ନାଇଟ୍ ରାଇଡର୍ସ ଓ ସନ୍ ରାଇଜର୍ସ ହାଇଦ୍ରାବାଦ। ସନ୍ଧ୍ୟା ସାଢେ ୭ଟାରେ ଖେଳାଯିବ ଏହି ମ୍ୟାଚ୍। ଭଭୟ ଟିମ୍‌ ମଧ୍ୟରୁ ଆଜି ଯିଏ ଜିତିବ, ସିଏ ଫାଇନାଲ୍‌ରେ ଏଣ୍ଟ୍ରି କରିବ। ପରାସ୍ତ ହୋଇଥିବା ଟିମ୍‌ କ୍ୱାଲିଫାୟାର୍‌-୨ରେ ଖେଳିବ। କୋଲକାତା ନାଇଟ୍‌ ରାଇଡର୍ସ ଓ ସନ୍‌ରାଇସର୍ଜ ହାଇଦ୍ରାବାଦ ଉଭୟ ଟିମ୍‌ ଆଇପିଏଲ୍‌ ଟୁର୍ଣ୍ଣାମେଣ୍ଟର ଟପ୍‌ ଟିମ୍‌ରେ ରହିଛନ୍ତି।

ତେଣୁ ଆଜିର ମୁକାବିଲା ବେଶ୍‌ ରୋମାଞ୍ଚକର ହେବ। ପ୍ୟାଟ୍ କମିନ୍ସଙ୍କ ନେତୃତ୍ୱରେ ଶେଷ ଲିଗ୍ ମ୍ୟାଚରେ ପଞ୍ଜାବକୁ ହରାଇ ପଏଣ୍ଟ ଟେବୁଲର ୨ୟ ସ୍ଥାନରେ ରହିଛି ହାଇଦ୍ରାବାଦ୍। କୋଲକଲା ନାଇଟ୍ ରାଇଡର୍ସ ପ୍ଳେ ଅଫର ୩ୟ ସ୍ଥାନରେ ରହିଛି। ଅନ୍ୟପଟେ ଆସନ୍ତାକାଲି ରାଜସ୍ଥାନ ରୟାଲ ଓ ବାଙ୍ଗାଲୋର ଟିମ୍ ଭିତରେ ପ୍ରଥମ ଏଲିମିନେଟର୍ ଟକ୍କର ଦେଖିବାକୁ ମିଳିବ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ