Masthead

ଟସ୍ ଜିତି ବୋଲିଂ କରିବ ଦିଲ୍ଲୀ; ଜାଣନ୍ତୁ ଉଭୟ ଦଳର ଚୂଡ଼ାନ୍ତ ଏକାଦଶ

ଦୁବାଇ, (ବଡ଼ ଖବର ବ୍ୟୁରୋ): ଆଇପିଏଲ ସିଜନ-୧୩ ପ୍ରଥମ କ୍ୱାଲିଫାୟାର ମ୍ୟାଚ ମୁମ୍ବାଇ ଇଣ୍ଡିଆନ୍ସ ଓ ଦିଲ୍ଲୀ କ୍ୟାପିଟାଲ୍ସ ମଧ୍ୟରେ ଆରମ୍ଭ ହୋଇଛି । ଆଜିର ମ୍ୟାଚରେ ଦିଲ୍ଲୀ ଟସ୍ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଛି ।
ଆଜି ମୁମ୍ବାଇ ଦଳରେ ତିନୋଟି ପରିବର୍ତ୍ତନ କରାଯାଇଛି । ଯୁବ ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା, ଯଶପ୍ରୀତ ବୁମ୍ରା ଓ ଟ୍ରେଣ୍ଟ ବୋଲ୍ଟ ପୁଣି ଥରେ ଦଳକୁ ଫେରିଛନ୍ତି । ସେହିପରି ଆଜିର ମ୍ୟାଚରେ ଦିଲ୍ଲୀ ପକ୍ଷରୁ କୌଣସି ପରିବର୍ତ୍ତନ କରାଯାଇନାହିଁ ।
ମୁମ୍ବାଇ ଚୁଡ଼ାନ୍ତ ଏକାଦଶ:-
ରୋହିତ ଶର୍ମା(ଅଧିନାୟକ), କ୍ୱିଣ୍ଟନ ଡିକକ୍, ସୂର୍ଯ୍ୟ କୁମାର ଯାଦବ, ଇଶାନ କିଶାନ, ହାର୍ଦ୍ଦିକ ପାଣ୍ଡ୍ୟା, କିରନ୍ ପୋଲାର୍ଡ, କ୍ରୁନାଲ ପାଣ୍ଡ୍ୟା, ନାଥନ କୁଲଟର-ନାଇଲ, ରାହୁଲ ଚହର, ଟ୍ରେଣ୍ଟ ବୋଲ୍ଟ ଓ ଯଶପ୍ରୀତ ବୁମ୍ରା
ଦିଲ୍ଲୀ କ୍ୟାପିଟାଲ୍ସ ଚୁଡ଼ାନ୍ତ ଏକାଦଶ:-
ଶ୍ରେୟାସ ଆୟର(ଅଧିନାୟକ), ଶିଖର ଧାୱନ, ପୃଥ୍ୱୀ ଶ, ଅଜିଙ୍କ୍ୟ ରାହାନେ, ରିଷଭ ପନ୍ତ, ମାର୍କସ ଷ୍ଟୋଇନିକ୍ସ, ଅକ୍ସର ପଟେଲ, ରବି ଚନ୍ଦ୍ରନ ଅଶ୍ୱିନୀ, ଡାନିଏଲ ସାମସ୍, କଗିସୋ ରାବଡା ଓ ଅନ୍ରିଚ୍ ନର୍କିଆ

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ