Masthead

୫୫ ରନରେ ଜିତିଲା ଗୁଜରାଟ ଟାଇଟାନ୍ସ

ଅହମଦାବାଦ(ବଡ଼ ଖବର ବ୍ୟୁରୋ): ଆପିଏଲ ୨୦୨୩ର ୩୫ ତମ ମ୍ୟାଚରେ ମଙ୍ଗଳବାର ଖେଳାଯାଇଥିବା ମୁମ୍ବାଇ ଇଣ୍ଡିଆନ୍ସ ବିପକ୍ଷରେ ଗୁଜରାଟ ଟାଇଟାନ୍ସ ୫୫ ରନରେ ବିଜୟ ହାସଲ କରିଛି। ଧାର୍ଯ୍ୟ ଲକ୍ଷ୍ୟର ପିଛା କରି ମୁମ୍ବାଇ ୨୦ ଓଭରରେ ୯ ୱିକେଟ ହରାଇ ୧୫୨ ରନ କରିଥିଲା। ମୁମ୍ବାଇ ପକ୍ଷରୁ ଇଶାନ କିଶନ ୧୩ ରନ କରିଥିବାବେଳେ କ୍ୟାମେରୁନ ଗ୍ରୀନ ୩୩ ରନ, ସୂର୍ୟ୍ୟକୁମାର ଯାଦବ ୨୩, ନେହାଲ ୱେଧରା ୪୦, ପୀୟୂଷ ଚାୱଲା ୧୮, ଅର୍ଜୁନ ତେନ୍ଦୁଲକର ୧୩ ରନ କରିଥିଲେ।

ଟସ୍ ଜିତି ପ୍ରଥମେ ମୁମ୍ବାଇ ଇଣ୍ଡିଆନସ୍ ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲା। ଅଧିନାୟକ ରୋହିତ ଶର୍ମାଙ୍କ ନେତୃତ୍ୱରେ ଦଳ ବୋଲିଂ କରିବାକୁ ପଡ଼ିଆକୁ ଓହ୍ଲାଇଥିଲା। ସେହିପରି ଅଧିନାୟକ ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ନେତୃତ୍ୱରେ ଜିଟି ଟିମ ବ୍ୟାଟିଂ ଆରମ୍ଭ କରିଥିଲା। ୨୦ ଓଭରରେ ଗୁଜୁରାଟ ଟାଇଟନ୍ସ ୬ ୱିକେଟ ହରାଇ ୨୦୭ ରନ କରିଥିଲା। ଫଳରେ ମୁମ୍ବାଇ ପାଇଁ ବିଜୟ ଲକ୍ଷ୍ୟ ୨୦୮ ରନ ରହିଥିଲା। ଗୁଜୁରାଟ ଟାଇଟନ୍ସ ପକ୍ଷରୁ ଶୁଭମନ ଗିଲ ୫୬ ରନ କରିଥିବାବେଳେ ହାର୍ଦ୍ଦିକ ପାଣ୍ଡ୍ୟା ୧୩ ରନ, ବିଜୟ ଶଙ୍କର ୧୯ , ଅଭିନବ ମନୋହର ୪୨, ଡେଭିଡ ମିଲର ୪୬, ରାହୁଲ ତଓ୍ବୋତିଆ ୨୦ ରନ କରିଥିଲେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା