Masthead

ଦୁବାଇରେ ପୁଣି ଆଟାକ୍ କଲା ଇରାନ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଇରାନ ରାଷ୍ଟ୍ରପତି ମାସୁଦ ପେଜେଶକିୟାନ ପଡ଼ୋଶୀ ଦେଶଗୁଡ଼ିକ ଉପରେ ଆକ୍ରମଣ ପାଇଁ କ୍ଷମା ପ୍ରାର୍ଥନା କରିବାର କିଛି ସମୟ ହେଇନି ଇରାନ ପୁଣିଥରେ ଉପସାଗରୀୟ ଆରବ ଦେଶଗୁଡ଼ିକ ଉପରେ କ୍ଷେପଣାସ୍ତ୍ର ଏବଂ ଡ୍ରୋନ ମାଡ଼ କରିଛି । ପୁଣି ଥରେ ଦୁବାଇ ଉପରେ ଆକ୍ରମଣ କରିଛି ଇରାନ୍ ଯେଉଁଥିରେ ଜଣେ ବ୍ୟକ୍ତି ପ୍ରାଣ ହରାଇଛନ୍ତି ।

ଦୁବାଇ ସରକାର ଏହି ଘଟଣାକୁ ନିଶ୍ଚିତ କରି କହିଛନ୍ତି ଯେ ଏୟାର ଡିଫେନ୍ସ ସିଷ୍ଟମ୍ ଆସୁଥିବା ପ୍ରକ୍ଷେପଣକୁ ସଫଳତାର ସହ ଅବରୋଧ କରାଯାଇଛି କିନ୍ତୁ ଭଗ୍ନାବଶେଷ ପଡ଼ି ମାରିନାରେ ଏକ ଟାୱାରର ବାହାର ଅଂଶକୁ କ୍ଷତି ପହଞ୍ଚିଛି । ସଂଯୁକ୍ତ ଆରବ ଏମିରେଟ୍ସର ଅଧିକାରୀମାନେ କହିଛନ୍ତି ଯେ ଦୁବାଇରେ ହୋଇଥିବା କ୍ଷେପଣାସ୍ତ୍ର ଆକ୍ରମଣର ଭଗ୍ନାବଶେଷରେ ଜଣେ ବ୍ୟକ୍ତି ଆଘାତ ପାଇଛି । ଦୁବାଇ ମିଡିଆ ଅଫିସ୍ ଅନୁଯାୟୀ ମୃତକ ଜଣେ ଏସୀୟ ନାଗରିକ ଥିଲେ ଏବଂ ପ୍ରମୁଖ ଉପସାଗରୀୟ ସହରର ଅଲ୍ ବର୍ଶା ଅଞ୍ଚଳରେ ଗାଡ଼ି ଚଲାଉଥିବା ସମୟରେ ତାଙ୍କର ମୃତ୍ୟୁ ହୋଇଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା