Masthead

ହେଲିକପ୍ଟର ଦୁର୍ଘଟଣାରେ ଇରାନ ରାଷ୍ଟ୍ରପତିଙ୍କ ମୃତ୍ୟୁ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଇରାନର ରାଷ୍ଟ୍ରପତି ଇବ୍ରାହିମ ରାଇସିଙ୍କ ହେଲିକପ୍ଟର ଦୁର୍ଘଟଣାରେ ମୃତ୍ୟୁ ଘଟିଛି । ତାଙ୍କ ସହ ବୈଦେଶିକ ମନ୍ତ୍ରୀ ମଧ୍ୟ ପ୍ରାଣ ହରାଇଛନ୍ତି। ହେଲିକପ୍ଟର ଦୁର୍ଘଟଣାରେ ଇରାନ ରାଷ୍ଟ୍ରପତି ଇବ୍ରାହିମ ରାଇସିଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି । ଆଜରବାଇଜାନ୍‌ ନିକଟରେ ହେଲିକପ୍ଟର ଦୁର୍ଘଟଣାରେ ମୃତ୍ୟୁ ହୋଇଛି । କାଲିଠୁ ନିଖୋଜ ଥିବା ହେଲିକପ୍ଟର ଠାବ କରିଛି ଇରାନ ସେନା । ଦୁର୍ଘଟଣା ପରେ ହେଲିକପ୍ଟରଟି ସମ୍ପୂର୍ଣ୍ଣ ଜଳିଯାଇଥିବା ସୂଚନା ମିଳିଛି ।

ସୂଚନାଯୋଗ୍ୟ, ରବିବାର ଦିନ ପାଖାପାଖି ୩ଟା ସମୟରେ ରଈସିଙ୍କ ହେଲିକପ୍ଟରଟି ଆଜରବାଇଜାନର ଘନ ଓ ପାହାଡ଼ିଆ ଅଞ୍ଚଳରେ ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ଏହି ହେଲିକପ୍ଟରରେ ବୈଦେଶିକ ମନ୍ତ୍ରୀ ଇବ୍ରାହିମ ରାଇସି ଏବଂ ଅନ୍ୟ ଅଧିକାରୀମାନେ ମଧ୍ୟ ଥିଲେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା