Masthead

ହେଲିକପ୍ଟର ଦୁର୍ଘଟଣାରେ ଇରାନ ରାଷ୍ଟ୍ରପତିଙ୍କ ମୃତ୍ୟୁ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଇରାନର ରାଷ୍ଟ୍ରପତି ଇବ୍ରାହିମ ରାଇସିଙ୍କ ହେଲିକପ୍ଟର ଦୁର୍ଘଟଣାରେ ମୃତ୍ୟୁ ଘଟିଛି । ତାଙ୍କ ସହ ବୈଦେଶିକ ମନ୍ତ୍ରୀ ମଧ୍ୟ ପ୍ରାଣ ହରାଇଛନ୍ତି। ହେଲିକପ୍ଟର ଦୁର୍ଘଟଣାରେ ଇରାନ ରାଷ୍ଟ୍ରପତି ଇବ୍ରାହିମ ରାଇସିଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି । ଆଜରବାଇଜାନ୍‌ ନିକଟରେ ହେଲିକପ୍ଟର ଦୁର୍ଘଟଣାରେ ମୃତ୍ୟୁ ହୋଇଛି । କାଲିଠୁ ନିଖୋଜ ଥିବା ହେଲିକପ୍ଟର ଠାବ କରିଛି ଇରାନ ସେନା । ଦୁର୍ଘଟଣା ପରେ ହେଲିକପ୍ଟରଟି ସମ୍ପୂର୍ଣ୍ଣ ଜଳିଯାଇଥିବା ସୂଚନା ମିଳିଛି ।

ସୂଚନାଯୋଗ୍ୟ, ରବିବାର ଦିନ ପାଖାପାଖି ୩ଟା ସମୟରେ ରଈସିଙ୍କ ହେଲିକପ୍ଟରଟି ଆଜରବାଇଜାନର ଘନ ଓ ପାହାଡ଼ିଆ ଅଞ୍ଚଳରେ ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ଏହି ହେଲିକପ୍ଟରରେ ବୈଦେଶିକ ମନ୍ତ୍ରୀ ଇବ୍ରାହିମ ରାଇସି ଏବଂ ଅନ୍ୟ ଅଧିକାରୀମାନେ ମଧ୍ୟ ଥିଲେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ