Masthead

ବଢିପାରେ ଇରାକ-ଇସ୍ରାଏଲ ତିକ୍ତତା

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଇରାକ ସୀମା ଅତିକ୍ରମ କରି ମିଶାଇଲ୍‌ ମାଡ଼ କଲା ଇରାନ । ଇରାନ ଇସ୍ରାଏଲର ମୋସାଦ୍‌ ମୁଖ୍ୟାଳୟରେ ଏକ ବାଲାଷ୍ଟିକ୍‌ ମିଶାଇଲ୍‌ ନିକ୍ଷେପ କରିଛି। ଏଥିରେ ୪ ଜଣଙ୍କର ମୃତ୍ୟୁ ଘଟିଛି। ଇରାନର ରିଭୋଲ୍ୟୁସାରୀ ଗାର୍ଡମାନେ ଏହି ଆକ୍ରମଣ ବିଷୟରେ ସୂଚନା ଦେଇଛନ୍ତି। ସିରିଆରେ ଇସଲାମିକ ଷ୍ଟେଟ ବିରୋଧରେ ମଧ୍ୟ ଆକ୍ରମଣ କରାଯାଇଛି। ନିକଟରେ ଇରାନରେ ଏକ ବୋମା ବିସ୍ଫୋରଣ ହୋଇଥିଲା, ଯେଉଁଥିରେ ଶହ ଶହ ଲୋକ ପ୍ରାଣ ହରାଇଥିଲେ।

ଇରାନ ଇସ୍ରାଏଲକୁ ଏହି ଆକ୍ରମଣରେ ଦାୟୀ କରିଛି, ଏହାର ଜବାବରେ ଇରାନ ମୋସାଦ ମୁଖ୍ୟାଳୟ ଉପରେ ଆକ୍ରମଣ କରିଛି। ଇରାନର ଗାର୍ଡମାନେ କହିଛନ୍ତି ଯେ, ସେମାନେ ବାଲାଷ୍ଟିକ ମିଶାଇଲ୍‌ ସହିତ ଉତ୍ତର ଇରାକର ସହର ଏରବିଲ ନିକଟରେ ଇସ୍ରାଏଲର ମୋସାଦ ଏଜେନ୍ସି ଉପରେ ଆକ୍ରମଣ କରିଛନ୍ତି। ଆତଙ୍କବାଦୀ ଗୋଷ୍ଠୀ ଆଇଏସର ସଭାଗୁଡ଼ିକୁ ଧ୍ୱଂସ କରିବା ପାଇଁ ବାଲିଷ୍ଟିକ ମିଶାଇଲ୍‌ ମଧ୍ୟ ବ୍ୟବହୃତ ହୋଇଥିଲା। ଯାହାକୁ ନେଇ ଇରାକ ଓ ଇସ୍ରାଏଲ ମଧ୍ୟରେ ତିକ୍ତତା ବଢିପାରେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ