Masthead

ବଢିପାରେ ଇରାକ-ଇସ୍ରାଏଲ ତିକ୍ତତା

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଇରାକ ସୀମା ଅତିକ୍ରମ କରି ମିଶାଇଲ୍‌ ମାଡ଼ କଲା ଇରାନ । ଇରାନ ଇସ୍ରାଏଲର ମୋସାଦ୍‌ ମୁଖ୍ୟାଳୟରେ ଏକ ବାଲାଷ୍ଟିକ୍‌ ମିଶାଇଲ୍‌ ନିକ୍ଷେପ କରିଛି। ଏଥିରେ ୪ ଜଣଙ୍କର ମୃତ୍ୟୁ ଘଟିଛି। ଇରାନର ରିଭୋଲ୍ୟୁସାରୀ ଗାର୍ଡମାନେ ଏହି ଆକ୍ରମଣ ବିଷୟରେ ସୂଚନା ଦେଇଛନ୍ତି। ସିରିଆରେ ଇସଲାମିକ ଷ୍ଟେଟ ବିରୋଧରେ ମଧ୍ୟ ଆକ୍ରମଣ କରାଯାଇଛି। ନିକଟରେ ଇରାନରେ ଏକ ବୋମା ବିସ୍ଫୋରଣ ହୋଇଥିଲା, ଯେଉଁଥିରେ ଶହ ଶହ ଲୋକ ପ୍ରାଣ ହରାଇଥିଲେ।

ଇରାନ ଇସ୍ରାଏଲକୁ ଏହି ଆକ୍ରମଣରେ ଦାୟୀ କରିଛି, ଏହାର ଜବାବରେ ଇରାନ ମୋସାଦ ମୁଖ୍ୟାଳୟ ଉପରେ ଆକ୍ରମଣ କରିଛି। ଇରାନର ଗାର୍ଡମାନେ କହିଛନ୍ତି ଯେ, ସେମାନେ ବାଲାଷ୍ଟିକ ମିଶାଇଲ୍‌ ସହିତ ଉତ୍ତର ଇରାକର ସହର ଏରବିଲ ନିକଟରେ ଇସ୍ରାଏଲର ମୋସାଦ ଏଜେନ୍ସି ଉପରେ ଆକ୍ରମଣ କରିଛନ୍ତି। ଆତଙ୍କବାଦୀ ଗୋଷ୍ଠୀ ଆଇଏସର ସଭାଗୁଡ଼ିକୁ ଧ୍ୱଂସ କରିବା ପାଇଁ ବାଲିଷ୍ଟିକ ମିଶାଇଲ୍‌ ମଧ୍ୟ ବ୍ୟବହୃତ ହୋଇଥିଲା। ଯାହାକୁ ନେଇ ଇରାକ ଓ ଇସ୍ରାଏଲ ମଧ୍ୟରେ ତିକ୍ତତା ବଢିପାରେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ