Masthead

ଆସୁଛି ଇରଫାନ ଖାନଙ୍କ ଶେଷ ଫିଲ୍ମ

ମୁମ୍ବାଇ(ବଡ଼ ଖବର ବ୍ୟୁରୋ): ସ୍ୱର୍ଗତ ଅଭିନେତା ଇରଫାନ ଖାନଙ୍କ ଶେଷ ଚଳଚ୍ଚିତ୍ର ‘ଦି ସ୍କର୍ପିଓନ୍ସ’ ୨୦୨୧ ର ଆରମ୍ଭରେ ବଡ ପରଦାରେ ମୁକ୍ତିଲାଭ କରିବ। ଅନୁପ ସିଂଙ୍କ ନିର୍ଦ୍ଦେଶିତ ଏହି ଡ୍ରାମା ଜଣେ ଯୁବ ଆଦିବାସୀ ମହିଳାଙ୍କ ଉପରେ ରହିଛି । ଚଳିତ ବର୍ଷ ଏପ୍ରିଲରେ ମୃତ୍ୟୁବରଣ କରିଥିବା ଇରଫାନଙ୍କୁ ଓଟ ବ୍ୟବସାୟୀ ଭୂମିକାରେ ଏଥିରେ ଦେଖିବାକୁ ମିଳିବ। ଏପ୍ରିଲ ୨୯ ରେ ୫୪ ବର୍ଷ ବୟସରେ ଇରଫାନ ଶେଷ ନିଶ୍ୱାସ ତ୍ୟାଗ କରିଥିଲେ। ।

ତେବେ ଏଥିରେ ତାଙ୍କର ଶେଷ ଝଲକ ଦେଖିବାକୁ ମିଳିବ । ଫ୍ୟାନ୍ସ ମାନଙ୍କ ପାଇଁ ଏହା ତାଙ୍କର ଶେଷ ଭେଟି ଅଟେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମିଳିଲା ଡାଏରି, ଖୋଲିବ ଜ୍ୟୋତିଙ୍କ ଗୁମର 🔴 ୧୨ ଘଣ୍ଟାରେ ଲଘୁଚାପ! 🔴 ଜୁନ୍ ୨୩ରେ ପଞ୍ଚାୟତ ଉପନିର୍ବାଚନ 🔴 ଆଜି ପ୍ରକାଶ ପାଇବ +୨ ରେଜଲ୍ଟ 🔴 ମୁମ୍ବାଇରେ କରୋନାରେ ୨ ଆକ୍ରାନ୍ତଙ୍କ ମୃତ୍ୟୁ 🔴 ‘ଟ୍ରକ ଟ୍ରକ ଚିଟଫଣ୍ଡ ନଥିପତ୍ର ବୋହି ନେଇଛି ବିଜେଡି’ 🔴 ପାଣି ପାଇଁ ଘାଣ୍ଟି ହେଉଛନ୍ତି ଗ୍ରାମବାସୀ 🔴 ବ୍ଲେଡ ମାରି ଲୁଟିଲେ, ବାଇକ୍‌ ପୋଡ଼ିଦେଲେ 🔴 ଟ୍ରମ୍ପ୍-ପୁଟିନ୍‌ଙ୍କ ଯୁଦ୍ଧ ବିରତି ଆଲୋଚନା 🔴 ୨୧ରୁ ୨୩ ତାରିଖ ଯାଏ କାଳବୈଶାଖୀ 🔴 ମିଳିଲା ଡାଏରି, ଖୋଲିବ ଜ୍ୟୋତିଙ୍କ ଗୁମର 🔴 ୧୨ ଘଣ୍ଟାରେ ଲଘୁଚାପ! 🔴 ଜୁନ୍ ୨୩ରେ ପଞ୍ଚାୟତ ଉପନିର୍ବାଚନ 🔴 ଆଜି ପ୍ରକାଶ ପାଇବ +୨ ରେଜଲ୍ଟ 🔴 ମୁମ୍ବାଇରେ କରୋନାରେ ୨ ଆକ୍ରାନ୍ତଙ୍କ ମୃତ୍ୟୁ 🔴 ‘ଟ୍ରକ ଟ୍ରକ ଚିଟଫଣ୍ଡ ନଥିପତ୍ର ବୋହି ନେଇଛି ବିଜେଡି’ 🔴 ପାଣି ପାଇଁ ଘାଣ୍ଟି ହେଉଛନ୍ତି ଗ୍ରାମବାସୀ 🔴 ବ୍ଲେଡ ମାରି ଲୁଟିଲେ, ବାଇକ୍‌ ପୋଡ଼ିଦେଲେ 🔴 ଟ୍ରମ୍ପ୍-ପୁଟିନ୍‌ଙ୍କ ଯୁଦ୍ଧ ବିରତି ଆଲୋଚନା 🔴 ୨୧ରୁ ୨୩ ତାରିଖ ଯାଏ କାଳବୈଶାଖୀ