Masthead

ଖରାଛୁଟିରେ ଛାତ୍ରଛାତ୍ରୀଙ୍କୁ ମିଳିବ ଆଇରନ ଓ ଫଲିକଏସିଡ୍‌ ବଟିକା

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଖରାଛୁଟିରେ ଛାତ୍ରଛାତ୍ରୀଙ୍କୁ ମିଳିବ ଆଇରନ ଓ ଫଲିକଏସିଡ୍‌ ବଟିକା । ଜୁନ୍ ୧୬ ତାରିଖ ଯାଏଁ ଘରକୁ ଘର ଯାଇ ଟାବଲେଟ୍‌ ବଣ୍ଟାଯିବ । ଟାବଲେଟ୍‌ ବାଣ୍ଟିବାକୁ ଶିକ୍ଷକମାନଙ୍କୁ ବିଭାଗ ପକ୍ଷରୁ ନିର୍ଦ୍ଦେଶ । ପିଏମ ପୋଷଣର ରାଜ୍ୟ ନୋଡାଲ ଅଫିସର ଏନେଇ ରାଜ୍ୟର ସମସ୍ତ ଜିଲ୍ଲା ଶିକ୍ଷା ଅଧିକାରୀଙ୍କୁ ଚିଠି ମାଧ୍ୟମରେ ନିର୍ଦ୍ଦେଶ ଦେଇଛନ୍ତି ।

ଅମ୍ଳାନ କାର୍ଯ୍ୟକ୍ରମରେ ଆନେମିଆ ମୁକ୍ତ ଓଡ଼ିଶା ଲକ୍ଷ୍ୟ । ଛାତ୍ରଛାତ୍ରୀଙ୍କ ପିଛା ୮ଟି ଆଇଏଫଏ ଟାବଲେଟ ଦିଆଯିବ, ପିଙ୍କ ଟାବଲେଟ ପ୍ରଥମରୁ ପଞ୍ଚମ ଓ ବ୍ଲୁ ଟାବଲେଟ ଷଷ୍ଠରୁ ଦ୍ୱାଦଶ ଶ୍ରେଣୀର ଛାତ୍ରଛାତ୍ରୀଙ୍କୁ ଦିଆଯିବ । ଅଭିଭାବକଙ୍କୁ ଟାବଲେଟ ହସ୍ତାନ୍ତର ପୂର୍ବରୁ ଏହାର ମୋଡାଲିଟି ସଂପର୍କରେ ଅବଗତ କରାଯିବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଟିକେଟ କଳାବଜାରି, ୪ ଅଟକ 🔴 ଆଜି ବାରବାଟୀରେ କରିବେ ଅଭ୍ୟାସ ଉଭୟ ଟିମ୍‌ର ଖେଳାଳି 🔴 ହାଡ଼ଭଙ୍ଗା ଜାଡ଼ରେ ପୂରା ରାଜ୍ୟ ଥରିବ 🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଟିକେଟ କଳାବଜାରି, ୪ ଅଟକ 🔴 ଆଜି ବାରବାଟୀରେ କରିବେ ଅଭ୍ୟାସ ଉଭୟ ଟିମ୍‌ର ଖେଳାଳି 🔴 ହାଡ଼ଭଙ୍ଗା ଜାଡ଼ରେ ପୂରା ରାଜ୍ୟ ଥରିବ 🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ