Masthead

ଖରାଛୁଟିରେ ଛାତ୍ରଛାତ୍ରୀଙ୍କୁ ମିଳିବ ଆଇରନ ଓ ଫଲିକଏସିଡ୍‌ ବଟିକା

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଖରାଛୁଟିରେ ଛାତ୍ରଛାତ୍ରୀଙ୍କୁ ମିଳିବ ଆଇରନ ଓ ଫଲିକଏସିଡ୍‌ ବଟିକା । ଜୁନ୍ ୧୬ ତାରିଖ ଯାଏଁ ଘରକୁ ଘର ଯାଇ ଟାବଲେଟ୍‌ ବଣ୍ଟାଯିବ । ଟାବଲେଟ୍‌ ବାଣ୍ଟିବାକୁ ଶିକ୍ଷକମାନଙ୍କୁ ବିଭାଗ ପକ୍ଷରୁ ନିର୍ଦ୍ଦେଶ । ପିଏମ ପୋଷଣର ରାଜ୍ୟ ନୋଡାଲ ଅଫିସର ଏନେଇ ରାଜ୍ୟର ସମସ୍ତ ଜିଲ୍ଲା ଶିକ୍ଷା ଅଧିକାରୀଙ୍କୁ ଚିଠି ମାଧ୍ୟମରେ ନିର୍ଦ୍ଦେଶ ଦେଇଛନ୍ତି ।

ଅମ୍ଳାନ କାର୍ଯ୍ୟକ୍ରମରେ ଆନେମିଆ ମୁକ୍ତ ଓଡ଼ିଶା ଲକ୍ଷ୍ୟ । ଛାତ୍ରଛାତ୍ରୀଙ୍କ ପିଛା ୮ଟି ଆଇଏଫଏ ଟାବଲେଟ ଦିଆଯିବ, ପିଙ୍କ ଟାବଲେଟ ପ୍ରଥମରୁ ପଞ୍ଚମ ଓ ବ୍ଲୁ ଟାବଲେଟ ଷଷ୍ଠରୁ ଦ୍ୱାଦଶ ଶ୍ରେଣୀର ଛାତ୍ରଛାତ୍ରୀଙ୍କୁ ଦିଆଯିବ । ଅଭିଭାବକଙ୍କୁ ଟାବଲେଟ ହସ୍ତାନ୍ତର ପୂର୍ବରୁ ଏହାର ମୋଡାଲିଟି ସଂପର୍କରେ ଅବଗତ କରାଯିବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ