Masthead

କପିଲଙ୍କ ରେକର୍ଡ଼ ଭାଙ୍ଗି ଆଗରେ ଇଶାନ୍ତ

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ଭାରତର ଷ୍ଟାର ସିମର ଇଶାନ୍ତ ଶର୍ମା ଏକ ନୂଆ ରେକର୍ଡ଼ ସୃଷ୍ଟି କରିଛନ୍ତି । ଭାରତ ଓ ନ୍ୟୁଜଲ୍ୟାଣ୍ଡ ମଧ୍ୟରେ ୱାର୍ଲ୍ଡ ଟେଷ୍ଟ ଚାମ୍ପିଅନସିପ ଫାଇନାଲ ମ୍ୟାଚ ଖେଳାଯାଉଛି । ଏହି ମ୍ୟାଚରେ ଇଶାନ୍ତ ନ୍ୟୁଜିଲାଣ୍ଡ ବ୍ୟାଟସ ମ୍ୟାନ ଡେଭନ କନୱେଙ୍କୁ ଆଉଟ କରିଛନ୍ତି । ସେହିପରି ଏସିଆ ବାହାରେ ସର୍ବାଧିକ ଟେଷ୍ଟ ୱିକେଟ ନେବାରେ ଲିଜେଣ୍ଡାରୀ ଅଲରାଉଣ୍ଡର କପିଲ ଦେବଙ୍କ ରେକର୍ଡ଼ ଭାଙ୍ଗିଛନ୍ତି । ଏସିଆ ବାହାରେ ସର୍ମାଧିକ ୱିକେଟ ନେବାରେ ଅନୀଲ କମ୍ବଲେ ୨୦୦ ୱିକେଟ ସହ ଆଗରେ ଅଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି