ଇସ୍ରାଇଲର ଏୟାର ଷ୍ଟ୍ରାଇକ

(ବଡ଼ ଖବର ବ୍ୟୁରୋ): ମଧ୍ୟପ୍ରାଚ୍ୟରେ ଆରମ୍ଭ ହୋଇଛି ଯୁଦ୍ଧ । ଜେରୁଜେଲମରେ ପାଲେଷ୍ଟାଇନ ଆତଙ୍କବାଦୀ କରିଥିଲେ ଆକ୍ରମଣ । ଆତଙ୍କବାଦୀଙ୍କ ରକେଟ ଆକ୍ରମଣରେ ୭ ଇସ୍ରାଏଲ ନାଗରିକ ଗୁରୁତର । ଏହାର ଜବାବରେ ଇସ୍ରାଇଲ ସୁରକ୍ଷାବଳ ସହ ହୋଇଥିଲା ସଂଘର୍ଷ ।

ସଂଘର୍ଷ ବେଳେ ୭୦୦ ପାଲେଷ୍ଟାଇନ ଆହତ । ଜବାବରେ ଇସ୍ରାଇଲର କରିଥିଲା ଏୟାରଷ୍ଟ୍ରାଇକ । ଏୟାରଷ୍ଟ୍ରାଇକରେ ୨୪ ପାଲେଷ୍ଟାଇନଙ୍କର ଘଟିଛି ମୃତ୍ୟୁ । ମୃତକଙ୍କ ମଧ୍ୟରେ ୯ ଶିଶୁ ଅଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’