ଇସ୍ରାଏଲ-ହମାସ ମଧ୍ୟରେ ଆଜିଠୁ ଅସ୍ତ୍ରବିରତି

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଇସ୍ରାଏଲ ଓ ହମାସ ମଧ୍ୟ ଚାଲିଥିବା ଯୁଦ୍ଧ ଭିତରେ ବଡ଼ ଘୋଷଣା । ଇସ୍ରାଏଲ-ହମାସ ମଧ୍ୟରେ ଆଜିଠୁ ଅସ୍ତ୍ରବିରତି ଘୋଷଣା କରାଯାଇଛି । ସକାଳ ୧୦ଟାରୁ ଅସ୍ତ୍ରବିରତି ଆରମ୍ଭ ହେବ । ୪ ଦିନିଆ ଅସ୍ତ୍ରବିରତି ପାଇଁ ଉଭୟଙ୍କ ମଧ୍ୟରେ ଚୁକ୍ତି ହୋଇଛି । ପ୍ରଥମ ପର୍ଯ୍ୟାୟରେ ଆଜି ୧୩ ପଣବନ୍ଦୀଙ୍କୁ ମୁକ୍ତ କରିବ ହମାସ ।

ଇସ୍ରାଏଲର ଗୁଇନ୍ଦା ସଂସ୍ଥା ପକ୍ଷରୁ ଜାରି କରାଯାଇଥିବା ପଣବନ୍ଦୀଙ୍କ ତାଲିକା ହସ୍ତାନ୍ତର କରାଯାଇଛି । ଗତ ଅକ୍ଟୋବର ୭ ତାରିଖରୁ ଆରମ୍ଭ ହୋଇଥିବା ଇସ୍ରାଏଲ ଓ ହମାସ ମଧ୍ୟରେ ଅସ୍ତ୍ରବିରତି ଗୁରୁବାରଠାରୁ ଆରମ୍ଭ ହେବାର ଥିଲା, କିନ୍ତୁ ତାହା ହୋଇ ନ ଥିଲା । ଇସ୍ରାଏଲ ଓ ହମାସ ମଧ୍ୟରେ ୪ ଦିନିଆ ଅସ୍ଥାୟୀ ଅସ୍ତ୍ରବିରତି ପାଇଁ ସହମତି ପ୍ରକାଶ ପାଇଛି । ୪ ଦିନରେ ୫୦ ପଣବନ୍ଦୀଙ୍କୁ ମୁକ୍ତ କରିବାକୁ ହୋଇଛି ଚୁକ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’