Masthead

ଦକ୍ଷିଣ ଗାଜାରେ ଇସ୍ରାଏଲର ରକେଟ ମାଡ଼

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ପୁଣି ତେଜିଲା ଇସ୍ରାଏଲ-ହମାସ ମଧ୍ୟରେ ଯୁଦ୍ଧ । ଦକ୍ଷିଣ ଗାଜାରେ ଜାତିସଂଘ ଦ୍ୱାରା ପରିଚାଳିତ ସ୍କୁଲ ଏବଂ ରେସିଡେନ୍ସ ଏରିଆରେ ରକେଟ ମାଡ କରିଛି ଇସ୍ରାଏଲ । ଆକ୍ରମଣ ପାଇଁ ଟେଲିକମ୍ୟୁନିକେସନ ବ୍ୟାପକ ଭାବେ ପ୍ରଭାବିତ ହୋଇଛି । ପାଲେଷ୍ଟାଇନ ପକ୍ଷରୁ ଯୋଗାଯାଉଥିବା ଯୋଗାଯୋଗ ସେବା ସମ୍ପୂର୍ଣ୍ଣ ଠପ୍ ହୋଇଛି । ଯୋଗାଯୋଗ ବ୍ୟାହତ ଯୋଗୁଁ ରେସକ୍ୟୁ ମିଶନରେ ବାଧା ସୃଷ୍ଟି ହୋଇଛି । ଏହି ଯୁଦ୍ଧ ଆରମ୍ଭ ହେବାଠାରୁ ୧୯ ହଜାରରୁ ଅଧିକ ଲୋକଙ୍କ ମୃତ୍ୟୁ ହେଲାଣି । ଇସ୍ରାଏଲର ୪୫୦ ଜଣ ଯବାନଙ୍କ ମୃତ୍ୟୁ ହୋଇଛି । ସେପଟେ ୬୦ ଘଣ୍ଟା ଧରି ଜେନିନରେ ଚାଲିଥିବା ଅପରେସନର ଅନ୍ତ ହୋଇଛି । ଇସ୍ରାଏଲର ଏହି ଅପରେସନରେ ୧୧ ଜଣ ପାଲେଷ୍ଟାଇନବାସୀଙ୍କ ମୃତ୍ୟୁ ହୋଇଛି । ଗାଜା ଓ ଇଜିପ୍ଟ ସୀମା ନିକଟରେ ମଧ୍ୟ ଇସ୍ରାଏଲ ସେନା ଆକ୍ରମଣ କରିଛି । ଏହି ଆକ୍ରମଣରେ ଏକାଧିକ ଫଟୋ ସାମ୍ବାଦିକ ଗୁରୁତର ହୋଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ