Masthead

ଇସ୍ରାଏଲ ହମାସ ଅସ୍ତ୍ରବିରତି ପ୍ରସ୍ତାବ ଖାରଜ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ : ଗାଜାରେ ତୁରନ୍ତ ଅସ୍ତ୍ରବିରତି ପାଇଁ ହୋଇଥିବା ପ୍ରସ୍ତାବ ଖାରଜ । ମିଳିତ ଜାତିସଂଘ ସୁରକ୍ଷା ପରିଷଦରେ ପ୍ରସ୍ତାବ ଖାରଜ । ଆମେରିକାର ଭିଟୋ ପ୍ରୟୋଗ ଯୋଗୁଁ ପ୍ରସ୍ତାବ ଖାରଜ ହୋଇଛି । ଇସ୍ରାଏଲ-ହମାସ ମଧ୍ୟରେ ଅସ୍ତ୍ରବିରତି ପାଇଁ ୟୁଏଇ ପ୍ରସ୍ତାବ ଦେଇଥିଲା । ୧୩ ଦେଶର ସଦସ୍ୟ ପ୍ରସ୍ତାବ ସପକ୍ଷରେ ଭୋଟ ଦେଇଥିଲେ । ଏକମାତ୍ର ଦେଶ ବ୍ରିଟେନ ଏହି ଭୋଟ ଦାନରୁ ବିରତି ରହିଥିଲା । ଇସ୍ରାଏଲକୁ ସମର୍ଥନ କରି ଆମେରିକା ଭିଟୋ ପ୍ରୟୋଗ କରିଥିଲା ।

ଯୁଦ୍ଧ ପାଇଁ ହମାସକୁ ଦାୟୀ କରି ଆମେରିକା ଭିଟୋ ପ୍ରୟୋଗ କରିଛି । ପୂର୍ବରୁ ଇସ୍ରାଏଲ-ହମାସ ମଧ୍ୟରେ ଅସ୍ତ୍ରବିରତି ଘୋଷଣା କରାଯାଇଥିଲା । ୪ ଦିନିଆ ଅସ୍ତ୍ରବିରତି ପାଇଁ ଉଭୟଙ୍କ ମଧ୍ୟରେ ଚୁକ୍ତି ହୋଇଥିଲା । ତେବେ ଯୁଦ୍ଧ ବିରତି ଚୁକ୍ତି ଅନୁସାରେ ହମାସ ପ୍ରଥମ ପର୍ଯ୍ୟାୟରେ ୨୫ ଜଣ ପଣବନ୍ଦୀଙ୍କୁ ମୁକ୍ତ କରିଥିଲାହମାସ । ସେମାନଙ୍କ ମଧ୍ୟରେ ୧୨ ଜଣ ଥାଇଲାଣ୍ଡ ନାଗରିକ ଓ ୧୩ ଜଣ ଇସ୍ରାଏଲ ମହିଳା ଓ ଶିଶୁ ଥିଲେ । ୨ୟ ପର୍ଯ୍ୟାୟରେ ଆଉ କିଛି ପଣବନ୍ଦୀଙ୍କୁ ମୁକ୍ତ କରିଥିଲା ହମାସ । ଏମାନଙ୍କ ମଧ୍ୟରେ ୧୩ଜଣ ଇସ୍ରାଏଲ, ୧୦ଜଣ ଥାଇଲ୍ୟାଣ୍ଡ ଓ ଜଣେ ଫଲିଫିନୋ ନାଗରିକ ଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ