Masthead

ଇସ୍ରାଏଲ ହମାସ ଅସ୍ତ୍ରବିରତି ପ୍ରସ୍ତାବ ଖାରଜ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ : ଗାଜାରେ ତୁରନ୍ତ ଅସ୍ତ୍ରବିରତି ପାଇଁ ହୋଇଥିବା ପ୍ରସ୍ତାବ ଖାରଜ । ମିଳିତ ଜାତିସଂଘ ସୁରକ୍ଷା ପରିଷଦରେ ପ୍ରସ୍ତାବ ଖାରଜ । ଆମେରିକାର ଭିଟୋ ପ୍ରୟୋଗ ଯୋଗୁଁ ପ୍ରସ୍ତାବ ଖାରଜ ହୋଇଛି । ଇସ୍ରାଏଲ-ହମାସ ମଧ୍ୟରେ ଅସ୍ତ୍ରବିରତି ପାଇଁ ୟୁଏଇ ପ୍ରସ୍ତାବ ଦେଇଥିଲା । ୧୩ ଦେଶର ସଦସ୍ୟ ପ୍ରସ୍ତାବ ସପକ୍ଷରେ ଭୋଟ ଦେଇଥିଲେ । ଏକମାତ୍ର ଦେଶ ବ୍ରିଟେନ ଏହି ଭୋଟ ଦାନରୁ ବିରତି ରହିଥିଲା । ଇସ୍ରାଏଲକୁ ସମର୍ଥନ କରି ଆମେରିକା ଭିଟୋ ପ୍ରୟୋଗ କରିଥିଲା ।

ଯୁଦ୍ଧ ପାଇଁ ହମାସକୁ ଦାୟୀ କରି ଆମେରିକା ଭିଟୋ ପ୍ରୟୋଗ କରିଛି । ପୂର୍ବରୁ ଇସ୍ରାଏଲ-ହମାସ ମଧ୍ୟରେ ଅସ୍ତ୍ରବିରତି ଘୋଷଣା କରାଯାଇଥିଲା । ୪ ଦିନିଆ ଅସ୍ତ୍ରବିରତି ପାଇଁ ଉଭୟଙ୍କ ମଧ୍ୟରେ ଚୁକ୍ତି ହୋଇଥିଲା । ତେବେ ଯୁଦ୍ଧ ବିରତି ଚୁକ୍ତି ଅନୁସାରେ ହମାସ ପ୍ରଥମ ପର୍ଯ୍ୟାୟରେ ୨୫ ଜଣ ପଣବନ୍ଦୀଙ୍କୁ ମୁକ୍ତ କରିଥିଲାହମାସ । ସେମାନଙ୍କ ମଧ୍ୟରେ ୧୨ ଜଣ ଥାଇଲାଣ୍ଡ ନାଗରିକ ଓ ୧୩ ଜଣ ଇସ୍ରାଏଲ ମହିଳା ଓ ଶିଶୁ ଥିଲେ । ୨ୟ ପର୍ଯ୍ୟାୟରେ ଆଉ କିଛି ପଣବନ୍ଦୀଙ୍କୁ ମୁକ୍ତ କରିଥିଲା ହମାସ । ଏମାନଙ୍କ ମଧ୍ୟରେ ୧୩ଜଣ ଇସ୍ରାଏଲ, ୧୦ଜଣ ଥାଇଲ୍ୟାଣ୍ଡ ଓ ଜଣେ ଫଲିଫିନୋ ନାଗରିକ ଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା