Masthead

ଇସ୍ରୋର ଆଉ ଏକ ମାଇଲଖୁଣ୍ଟ; ୭ଟି ସାଟେଲାଇଟ ସହ PSLV-C56 ରକେଟର ସଫଳ ଉତକ୍ଷେପଣ

ଆନ୍ଧ୍ରପ୍ରଦେଶ (ବଡ଼ ଖବର ବ୍ୟୁରୋ): ଇସ୍ରୋକୁ ମିଳିଲା ଆଉ ଏକ ସଫଳତା । ମହାକାଶ ଗବେଷଣା କ୍ଷେତ୍ରରେ ଇସ୍ରୋର ଆଉ ଏକ ସଫଳତା । ଶ୍ରୀହରିକୋଟାରୁ ଉତକ୍ଷେପଣ ହେଲା PSLV- C56 ରକେଟ୍ । ୭ ସାଟେଲାଇଟ୍ ସହ ଉତକ୍ଷେପଣ ହେଲା PSLV- C56 ରକେଟ୍ । ପିଏସଏଲଭି ସି ୫୬ ଦ୍ୱାରା ସିଙ୍ଗାପୁରର DS-SAR ସାଟେଲାଇଟର ଉତକ୍ଷେପଣ କରାଯାଇଛି। ଏହି ସାଟେଲାଇଟ୍ ରାଡାର ମାଧ୍ୟମରେ ପୃଥିବୀର ବିଭିନ୍ନ ଛବି ଉତ୍ତୋଳନ କରିପାରିବ । ୩୬୦କେଜି ଓଜନର ଏହି ସାଟେଲାଇଟକୁ ସିଙ୍ଗାପୁର ସରକାରଙ୍କ DSTA ଓ ଏସଟି ଇଂଜିନିୟରିଂ ପକ୍ଷରୁ ମିଳିତ ଭାବେ ତିଆରି କରାଯାଇଛି । ଆଜି ସକାଳ ୬ଟା୩୦ମିନିଟରେ ସତୀଶ ଧାୱନ ସ୍ପେସ୍ ସେଣ୍ଟରରୁ ୭ଟି ସାଟେଲାଇଟ ଉତକ୍ଷେପଣ ହୋଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି