Masthead

ଏଲଭି-ଏମ୍‌-୩ ରକେଟ ଉତକ୍ଷେପଣ କଲା ଇସ୍ରୋ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ):  ଇତିହାସ ରଚିଲା ଇସ୍ରୋ । ଭାରତୀୟ ମହାକାଶ ଗବେଷଣା ସଂଗଠନ (ଇସ୍ରୋ) ଆନ୍ଧ୍ରପ୍ରଦେଶର ଶ୍ରୀହରିକୋଟାସ୍ଥିତ ସତୀଶ ଧାୱନ ମହାକାଶ କେନ୍ଦ୍ରରୁ ୩୬ଟି ଉପଗ୍ରହ ନେଇ ଭାରତର ସର୍ବବୃହତ ଏଲଭି-ଏମ୍‌-୩ ରକେଟ ଉତକ୍ଷେପଣ କରିଛି। ଆଜି ସକାଳ ୯ଟାରେ ଶ୍ରୀହରିକୋଟାସ୍ଥିତ ସତୀଶ ଧୱନ ମହାକାଶ କେନ୍ଦ୍ରରୁ ଏହି ରକେଟ୍ ଉତକ୍ଷେପଣ କରାଯାଇଛି । ପୃଥିବୀର ନିମ୍ନ କକ୍ଷପଥରେ ୭୨ଟି ଉପଗ୍ରହ ଉତକ୍ଷେପଣ ପାଇଁ ବ୍ରିଟେନର ନେଟୱର୍କ ଆକ୍ସେସ୍ ଆସୋସିଏଟ୍ସ ଲିମିଟେଡ୍ (ୱାନ୍ୱେବ୍ ଗ୍ରୁପ୍ କମ୍ପାନି) ଇସ୍ରୋର ବାଣିଜ୍ୟିକ ୟୁନିଟ୍ ନ୍ୟୁସ୍ପେସ୍ ଇଣ୍ଡିଆ ଲିମିଟେଡ୍ ସହ ଚୁକ୍ତି ସ୍ୱାକ୍ଷର କରିଛି।

ଏଲଭି-ଏମ୍‌-୩ ହେଉଛି ଇସ୍ରୋର ଭାରୀ ଲିଫ୍ଟ ରକେଟ। ଓ୍ବାନଓ୍ବେବ ଭାରତର ଟେଲିକମ ପ୍ରମୁଖ ଭାରତୀ ଗ୍ରୁପ ଦ୍ୱାରା ସମର୍ଥିତ ଏବଂ ଉପଗ୍ରହଗୁଡିକର ସଫଳ ଉତକ୍ଷେପଣ ସହିତ କମ୍ପାନୀ ଏହାର ଜେନେରାଲ ୧ ଗ୍ରୁପକୁ ବିଶ୍ୱସ୍ତରରେ ପରିଚିତି କରାଇ ପାରିଛି। ଓ୍ବାନଓ୍ବେବର ବର୍ତ୍ତମାନ କକ୍ଷପଥରେ ୫୮୨ ଉପଗ୍ରହ ଅଛି। ଏବେ ଏହି ସଂଖ୍ୟା ୬୧୮ରେ ପହଞ୍ଚିଛି। କମ୍ପାନୀ କହିଛି ଯେ ୱାନୱେବ ଭାରତ ସମେତ ବିଶ୍ୱସ୍ତରୀୟ କଭରେଜ ଯୋଗାଇବା ଦିଗରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେଉଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 SI ସ୍କାମ୍ , ମାମଲା ରୁଜୁ କଲା ସିବିଆଇ 🔴 ଖସୁଛି ପାରଦ, ବଢୁଛି ଥଣ୍ଡା 🔴 କାଲି ଇଭିଏମରୁ ଖୋଲିବ ପ୍ରାର୍ଥୀଙ୍କ ଭାଗ୍ୟ 🔴 LNJPରେ ଆହତ ବ୍ୟକ୍ତିଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ 🔴 ଆଜି ପ୍ରଥମାଷ୍ଟମୀ, ନୂଆ ବସ୍ତ୍ର ପିନ୍ଧିବେ ଘରର ଜ୍ୟେଷ୍ଠମାନେ 🔴 ‘ଦିଲ୍ଲୀ ବିସ୍ଫୋରଣ, ଦୋଷୀଙ୍କୁ ଛଡା ଯିବନି’ 🔴 ଦିଲ୍ଲୀ ବିସ୍ଫୋରଣ, ସାମ୍ନାକୁ ଆସିଲା ସିସିଟିଭି ଫୁଟେଜ 🔴 ଦିଲ୍ଲୀ ବିସ୍ଫୋରଣ, ୧୩ ଜଣଙ୍କୁ ଅଟକ ରଖି ପଚରାଉଚରା 🔴 ଭୋଟ ଦେଉଛି ନୂଆପଡ଼ା 🔴 ଅଭିନେତା ଧର୍ମେନ୍ଦ୍ରଙ୍କ ମୃତ୍ୟୁ ଖବର ଗୁଜବ 🔴 SI ସ୍କାମ୍ , ମାମଲା ରୁଜୁ କଲା ସିବିଆଇ 🔴 ଖସୁଛି ପାରଦ, ବଢୁଛି ଥଣ୍ଡା 🔴 କାଲି ଇଭିଏମରୁ ଖୋଲିବ ପ୍ରାର୍ଥୀଙ୍କ ଭାଗ୍ୟ 🔴 LNJPରେ ଆହତ ବ୍ୟକ୍ତିଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ 🔴 ଆଜି ପ୍ରଥମାଷ୍ଟମୀ, ନୂଆ ବସ୍ତ୍ର ପିନ୍ଧିବେ ଘରର ଜ୍ୟେଷ୍ଠମାନେ 🔴 ‘ଦିଲ୍ଲୀ ବିସ୍ଫୋରଣ, ଦୋଷୀଙ୍କୁ ଛଡା ଯିବନି’ 🔴 ଦିଲ୍ଲୀ ବିସ୍ଫୋରଣ, ସାମ୍ନାକୁ ଆସିଲା ସିସିଟିଭି ଫୁଟେଜ 🔴 ଦିଲ୍ଲୀ ବିସ୍ଫୋରଣ, ୧୩ ଜଣଙ୍କୁ ଅଟକ ରଖି ପଚରାଉଚରା 🔴 ଭୋଟ ଦେଉଛି ନୂଆପଡ଼ା 🔴 ଅଭିନେତା ଧର୍ମେନ୍ଦ୍ରଙ୍କ ମୃତ୍ୟୁ ଖବର ଗୁଜବ