Masthead

ଏଲଭି-ଏମ୍‌-୩ ରକେଟ ଉତକ୍ଷେପଣ କଲା ଇସ୍ରୋ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ):  ଇତିହାସ ରଚିଲା ଇସ୍ରୋ । ଭାରତୀୟ ମହାକାଶ ଗବେଷଣା ସଂଗଠନ (ଇସ୍ରୋ) ଆନ୍ଧ୍ରପ୍ରଦେଶର ଶ୍ରୀହରିକୋଟାସ୍ଥିତ ସତୀଶ ଧାୱନ ମହାକାଶ କେନ୍ଦ୍ରରୁ ୩୬ଟି ଉପଗ୍ରହ ନେଇ ଭାରତର ସର୍ବବୃହତ ଏଲଭି-ଏମ୍‌-୩ ରକେଟ ଉତକ୍ଷେପଣ କରିଛି। ଆଜି ସକାଳ ୯ଟାରେ ଶ୍ରୀହରିକୋଟାସ୍ଥିତ ସତୀଶ ଧୱନ ମହାକାଶ କେନ୍ଦ୍ରରୁ ଏହି ରକେଟ୍ ଉତକ୍ଷେପଣ କରାଯାଇଛି । ପୃଥିବୀର ନିମ୍ନ କକ୍ଷପଥରେ ୭୨ଟି ଉପଗ୍ରହ ଉତକ୍ଷେପଣ ପାଇଁ ବ୍ରିଟେନର ନେଟୱର୍କ ଆକ୍ସେସ୍ ଆସୋସିଏଟ୍ସ ଲିମିଟେଡ୍ (ୱାନ୍ୱେବ୍ ଗ୍ରୁପ୍ କମ୍ପାନି) ଇସ୍ରୋର ବାଣିଜ୍ୟିକ ୟୁନିଟ୍ ନ୍ୟୁସ୍ପେସ୍ ଇଣ୍ଡିଆ ଲିମିଟେଡ୍ ସହ ଚୁକ୍ତି ସ୍ୱାକ୍ଷର କରିଛି।

ଏଲଭି-ଏମ୍‌-୩ ହେଉଛି ଇସ୍ରୋର ଭାରୀ ଲିଫ୍ଟ ରକେଟ। ଓ୍ବାନଓ୍ବେବ ଭାରତର ଟେଲିକମ ପ୍ରମୁଖ ଭାରତୀ ଗ୍ରୁପ ଦ୍ୱାରା ସମର୍ଥିତ ଏବଂ ଉପଗ୍ରହଗୁଡିକର ସଫଳ ଉତକ୍ଷେପଣ ସହିତ କମ୍ପାନୀ ଏହାର ଜେନେରାଲ ୧ ଗ୍ରୁପକୁ ବିଶ୍ୱସ୍ତରରେ ପରିଚିତି କରାଇ ପାରିଛି। ଓ୍ବାନଓ୍ବେବର ବର୍ତ୍ତମାନ କକ୍ଷପଥରେ ୫୮୨ ଉପଗ୍ରହ ଅଛି। ଏବେ ଏହି ସଂଖ୍ୟା ୬୧୮ରେ ପହଞ୍ଚିଛି। କମ୍ପାନୀ କହିଛି ଯେ ୱାନୱେବ ଭାରତ ସମେତ ବିଶ୍ୱସ୍ତରୀୟ କଭରେଜ ଯୋଗାଇବା ଦିଗରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେଉଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ