Masthead

ପୁଣି ଇତିହାସ ରଚିଲା ଇସ୍ରୋ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଭାରତର ମିଶନ ସୂର୍ଯ୍ୟକୁ ମିଳିଲା ବିରାଟ ସଫଳତା। ଗନ୍ତବ୍ୟସ୍ଥଳରେ ପହଞ୍ଚିଲା ଭାରତର ସୂର୍ଯ୍ୟ ମିଶନ୍ ଆଦିତ୍ୟ ଏଲ୍‌-୧। ପୃଥିବୀଠୁ ୧୫ ଲକ୍ଷ କି.ମି. ଦୂର ଲଗରାଞ୍ଜିଆନ୍ ପଏଣ୍ଟ ଏଲ୧ରେ ଥିବା ହାଲୋ ଅର୍ବିଟରେ ପହଞ୍ଚିଛି। ଏଲ୧ ପଏଣ୍ଟ ଚାରିପଟେ ଏକ ହାଲୋ ଅର୍ବିଟରେ ଅବସ୍ଥାପିତ କରିଯାବ ବୋଲି ଇସ୍ରୋ ପକ୍ଷରୁ ପୂର୍ବରୁ ସୂଚନା ଦିଆଯାଇଥିଲା । ଲାଗରେଞ୍ଜ ପଏଣ୍ଟରେ ପହଞ୍ଚିବା ପାଇଁ ଯେଉଁ ସମୟ ଧାର୍ଯ୍ୟ କରାଯାଇଥିଲା ସେହି ସମୟରେ ପହଞ୍ଚିଛି ଭାରତର ସାଟେଇଲାଇଟ୍ ।

ଏଲ- ୱାନ ପଏଣ୍ଟରେ ୫ ବର୍ଷ ଯାଏଁ ଏହା କାମ କରିବ । ହାଲୋ ଅରବିଟରେ ପ୍ରଦକ୍ଷଣ କରିବ । ସୌରମଣ୍ଡଳର ଚୁମ୍ବକୀୟ କ୍ଷେତ୍ର ଓ ପୃଥିବୀ ଉପରେ ସୌର ବିକିରଣ ସମ୍ପର୍କରେ ଅଧିକ ଗବେଷଣା ପାଇଁ ଏହା ସହାୟକ ହେବ । ସେପ୍ଟେମ୍ବର ୨ ତାରିଖରେ ଆଦିତ୍ୟ ଏଲ୍-ୱାନ ମହାକାଶ ଯାନ ଶ୍ରୀହରିକୋଟାର ସତୀଶ ଧାବନ ମହାକାଶ କେନ୍ଦ୍ରରୁ ଉତକ୍ଷେପଣ କରାଯାଇଥିଲା ।ଆଦିତ୍ୟ ଏଲ୍‌-୧ର ସଫଳତା ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୂଚନା ଦେଇଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ