Masthead

‘ବିକ୍ରମ’ର ଲ୍ୟାଣ୍ଡିଂ ସମୟର ଭିଡ଼ିଓ ଜାରି କଲା ଇସ୍ରୋ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଚନ୍ଦ୍ର ଅଭିଯାନ ସଫଳ ହେବା ପରେ ଭାରତୀୟ ମହାକାଶ ଗବେଷଣ ସଂସ୍ଥା-ଇସ୍ରୋକୁ ପ୍ରଶଂସାର ସୁଅ ଛୁଟୁଛି । ଏହାରି ଭିତରେ ଇସ୍ରୋ ଜାରି କରିଛି ନୂଆ ଭିଡ଼ିଓ ।

ଗତ ୨୩ ତାରିଖରେ  ଚନ୍ଦ୍ରର ଦକ୍ଷିଣ ମେରୁରେ ସଫଳ ଲ୍ୟାଣ୍ଠିଂ କରିଥିବା ‘ବିକ୍ରମ’ର ଲ୍ୟାଣ୍ଡିଂ ସମୟର ଭିଡ଼ିଓ ଜାରି କଲା ଇସ୍ରୋ । ଲ୍ୟାଣ୍ଡିଂ ସମୟରେ ସମ୍ପୂର୍ଣ୍ଣ ପ୍ରିକ୍ରିୟା ଲ୍ୟାଣ୍ଡର ବିକ୍ରମରେ ଲାଗିଥିବା ଇମେଜର କ୍ୟାମେରାରେ ରେକର୍ଡ ହୋଇଛି ।

ଯେଉଁଥିରେ ଲ୍ୟାଣ୍ଡର ବିକ୍ରମ ଚନ୍ଦ୍ରପୃଷ୍ଠକୁ ଅଗ୍ରସର ହେଉଛି । ଅତି ନିକଟରୁ ଏହି ଦୃଶ୍ୟ କ୍ୟାମେରାରେ କଏଦ ହୋଇଛି । ଲ୍ୟାଣ୍ଡରର କିଛି ଅଂଶ ମଧ୍ୟ ଏଥିରେ ଦେଖିବାକୁ ମିଳିଛି । ଗତକାଲି କିଛି ଫଟୋ ଜାରି କରିଥିଲା ଇସ୍ରୋ, ଆଜି ଭିଡିଓ ଜାରି କରିଛି । ଏହାସହ ଇସ୍ରୋ ଟ୍ୱିଟ୍ କରି  କହିଛି, ନିର୍ଦ୍ଧାରିତ ଯୋଜନା ଅନୁଯାୟୀ ସବୁ କିଛି କାର୍ୟ୍ୟ ସଂପାଦିତ ହେଉଛି । ରୋଭର ଚନ୍ଦ୍ରପୃଷ୍ଠରେ ବୁଲିବା ସହ ତା’ର କାର୍ୟ୍ୟ ଆରମ୍ଭ କରିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ 🔴 ଗୃହିଣୀଙ୍କ ପାଇଁ ସୁପ୍ରିମକୋର୍ଟରୁ ଆସିଲା ବଡ ଶୁଣାଣୀ 🔴 ଧମକର କେଇ ଘଣ୍ଟା ପରେ ଟ୍ରମ୍ପଙ୍କ ୟୁଟର୍ଣ୍ଣ 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ 🔴 ଗୃହିଣୀଙ୍କ ପାଇଁ ସୁପ୍ରିମକୋର୍ଟରୁ ଆସିଲା ବଡ ଶୁଣାଣୀ 🔴 ଧମକର କେଇ ଘଣ୍ଟା ପରେ ଟ୍ରମ୍ପଙ୍କ ୟୁଟର୍ଣ୍ଣ