Masthead

ପୁଣି ଇତିହାସ ରଚିବ ଇସ୍ରୋ, ଜାନୁଆରୀ ୧ରେ ଲଞ୍ଚ ହେବ XPoSat ସାଟେଲାଇଟ୍

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ନୂଆବର୍ଷରେ ପୁଣି ଇତିହାସ ରଚିବ ଇସ୍ରୋ । ବ୍ରହ୍ମାଣ୍ଡର ଆଉ ଏକ ରହସ୍ୟ ଭେଦିବାକୁ ସାଟେଲାଇଟ୍‌ ଲଞ୍ଚ କରିବ ଦେଶ । ବ୍ରହ୍ମାଣ୍ଡର ୫୦ଟି ଉଜ୍ଜ୍ୱଳ ଉତ୍ସର ଅଧ୍ୟୟନ କରିବ ସାଟେଲାଇଟ୍‌ । ଆକାଶଗଙ୍ଗା, ରେଡିଏସନ୍, ପଲସର୍ ସମେତ ବ୍ଲାକହୋଲ୍ସ ଆଦିର ଷ୍ଟଡି କରିବ। ତା’ସହ ଏସବୁର ଉତ୍ସ ଗୁଡ଼ିକର ଫଟୋ ଉଠାଇବ। ଆସନ୍ତା ଜାନୁଆରୀ ୧ ସକାଳ ୯ ଟାରେ ଶ୍ରୀହରିକୋଟାସ୍ଥିତ ସତୀଶ ଧୱନ ସ୍ପେସ୍ ସେଣ୍ଟରରୁ ଛଡ଼ାଯିବ XPoSAT ସାଟେଲାଇଟ୍। ଏଥିରେ ଲାଗିଥିବା ଟେଲିସ୍କୋପ, ରମଣ ରିସର୍ଚ୍ଚ ଇଷ୍ଟିଚ୍ୟୁଟ୍ ଦ୍ୱାରା ପ୍ରସ୍ତୁତ କରାଯାଇଛି। ଏହି ଉପଗ୍ରହକୁ ୬୫୦ କିଲୋମିଟର ଉଚ୍ଚରେ ନିୟୋଜିତ କରାଯିବ ବୋଲି ସୂଚନା ମିଳିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି