Masthead

ସନ୍ଧ୍ୟା ୬ଟା୪ରେ ଅବତରଣ କରିବ ଚନ୍ଦ୍ରାୟନ-୩

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଚନ୍ଦ୍ରୟାନ -୩ ମିଶନର ଲ୍ୟାଣ୍ଡର ମଡ୍ୟୁଲ୍ (ବିକ୍ରମ ଲାଣ୍ଡର୍) ରବିବାର (ଅଗଷ୍ଟ ୨୦) ରେ ଚନ୍ଦ୍ରର ନିକଟତର ହୋଇଛି । ଅଗଷ୍ଟ ୨୩ ସନ୍ଧ୍ୟାରେ ଲ୍ୟାଣ୍ଡର୍ (ବିକ୍ରମ) ଏବଂ ରୋଭର (ପ୍ରୟାଗନ୍) ଚନ୍ଦ୍ର ପୃଷ୍ଠରେ ପହଞ୍ଚିବ ବୋଲି ଆଶା କରାଯାଉଛି । ଇସ୍ରୋ ଟ୍ୱିଟ କରି କହିଛି, ଚନ୍ଦ୍ରାୟନ -୩ ଅଗଷ୍ଟ ୨୩ ସନ୍ଧ୍ୟା ୬ଟା ୪ ମିନିଟରେ ଚନ୍ଦ୍ରଯାନ-୩ ଲ୍ୟାଣ୍ଡିଂ କରିବ ବୋଲି ଇସ୍ରୋ କହିଛି । ଆପଣଙ୍କ ସମସ୍ତଙ୍କ ଶୁଭକାମନା ପାଇଁ ସମସ୍ତଙ୍କୁ ଧନ୍ୟବାଦ। ଚନ୍ଦ୍ରାୟାନ-୩ ର ପ୍ରୋପଲିସନ ମଡ୍ୟୁଲ୍ ଅଲଗା ହେବା ପରେ, ଲ୍ୟାଣ୍ଡର ଆଗକୁ ଯାତ୍ରା କରୁଛି ।

https://twitter.com/isro/status/1693181653273940240?s=20

ଏହା ମାତ୍ର ଚନ୍ଦ୍ରଠାରୁ ୨୫ କିଲୋମିଟର ଦୂରରେ ବୁଲୁଛି । ଚନ୍ଦ୍ରଯାନ-୩ ବର୍ତ୍ତମାନ ସୁଦ୍ଧା ସମସ୍ତ ଲକ୍ଷ୍ୟ ପୂରଣ କରିସାରିଛି। ଆଜି ସକାଳେ ଲ୍ୟାଣ୍ଡରର ଦ୍ୱିତୀୟ ଡିବୁଷ୍ଟିଂ ସଫଳ ହୋଇଥିଲା। ଏହାର କିଛି ଘଣ୍ଟା ପରେ ଲ୍ୟାଣ୍ଡିଂ ସମୟ ସ୍ପଷ୍ଟ ହୋଇଛି। ଇସ୍ରୋ ସୂଚନା ମୁତାବକ ଆସନ୍ତା ବୁଧବାର(ଅଗଷ୍ଟ ୨୩) ସନ୍ଧ୍ୟା ୬ଟା ୪ ମିନିଟରେ ଚନ୍ଦ୍ରଯାନ-୩ ଚନ୍ଦ୍ରପୃଷ୍ଠର ଦକ୍ଷିଣ ମେରୁରେ ସଫ୍ଟ୍ ଲ୍ୟାଣ୍ଡିଂ କରିବ। ସଫଳ ଡିବୁଷ୍ଟିଂ ପରେ ବର୍ତ୍ତମାନ ଲ୍ୟାଣ୍ଡର ବିକ୍ରମ 25 kmx134km କକ୍ଷପଥରେ ଚନ୍ଦ୍ରକୁ ପରିକ୍ରମା କରୁଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର