Masthead

ପୃଥିବୀ ଚାରିପଟେ ତୃତୀୟ କକ୍ଷପଥ ଅତିକ୍ରମ କଲା ଆଦିତ୍ୟ L-1

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ଭାରତର ସୂର୍ଯ୍ୟ ମିଶନ ଆଦିତ୍ୟ ଏଲ-୧କୁ ନେଇ ଇସ୍ରୋର ଆଉ ଏକ ସଫଳତା । ପୃଥିବୀ ଚାରିପଟେ ତୃତୀୟ କକ୍ଷପଥ ଅତିକ୍ରମ କଲା ଆଦିତ୍ୟ ଏଲ-୧ । ରାତି ପ୍ରାୟ ୨ଟା ୩୦ ମିନିଟ ସମୟରେ କକ୍ଷପଥ ପରିବର୍ତ୍ତନ କରି ଚତୁର୍ଥ କକ୍ଷପଥରେ ପ୍ରବେଶ କଲା ସୂର୍ୟ୍ୟ ମିଶନ ଆଦିତ୍ୟ ଏଲ-୧ । ଏନେଇ ଟ୍ବିଟ ଯୋଗେ ସୂଚନା ଦେଇଛି ଇସ୍ରୋ । ପୃଥିବୀଠୁ ୭୧,୭୬୭ କିମି ଦୂରରେ ବୁଲୁଛି ଆଦିତ୍ୟ ଏଲ-୧ । ଆସନ୍ତା ୧୫ ତାରିଖରେ ବଦଳାଇବ ଚତୁର୍ଥ କକ୍ଷପଥ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର