Masthead

ପୃଥିବୀ ଚାରିପଟେ ତୃତୀୟ କକ୍ଷପଥ ଅତିକ୍ରମ କଲା ଆଦିତ୍ୟ L-1

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ଭାରତର ସୂର୍ଯ୍ୟ ମିଶନ ଆଦିତ୍ୟ ଏଲ-୧କୁ ନେଇ ଇସ୍ରୋର ଆଉ ଏକ ସଫଳତା । ପୃଥିବୀ ଚାରିପଟେ ତୃତୀୟ କକ୍ଷପଥ ଅତିକ୍ରମ କଲା ଆଦିତ୍ୟ ଏଲ-୧ । ରାତି ପ୍ରାୟ ୨ଟା ୩୦ ମିନିଟ ସମୟରେ କକ୍ଷପଥ ପରିବର୍ତ୍ତନ କରି ଚତୁର୍ଥ କକ୍ଷପଥରେ ପ୍ରବେଶ କଲା ସୂର୍ୟ୍ୟ ମିଶନ ଆଦିତ୍ୟ ଏଲ-୧ । ଏନେଇ ଟ୍ବିଟ ଯୋଗେ ସୂଚନା ଦେଇଛି ଇସ୍ରୋ । ପୃଥିବୀଠୁ ୭୧,୭୬୭ କିମି ଦୂରରେ ବୁଲୁଛି ଆଦିତ୍ୟ ଏଲ-୧ । ଆସନ୍ତା ୧୫ ତାରିଖରେ ବଦଳାଇବ ଚତୁର୍ଥ କକ୍ଷପଥ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ