Masthead

ପୋଖରୀରେ ଦୁବୁର୍ତ୍ତ ବିଷ ପକାଇ ଦେଇଥିବା ଅନୁମାନ

ଚାନ୍ଦବାଲି(ବଡ଼ କବର ବ୍ୟୁରୋ): ଆରଡିପୀଠ ବାବା ଆଖଣ୍ଡଳମଣିଙ୍କ ମନ୍ଦିର ସମୁଖରେ ଥିବା ଶିବଗଙ୍ଗା ପୁଷ୍କରିଣୀରେ କେହି ଦୁର୍ବୁତ୍ତ ବିଷ ପକାଇଥିବା ହେଉ କିମ୍ବା ଚିଙ୍ଗୁଡି ଘେରିର କେମିକାଲ ପାଣି ଜୁଆର ସମୟରେ ପ୍ରବେଶ କରିବାରୁ ହଜାରହଜାର ଟଙ୍କାର ବଡବଡ ମାଛ ସଜ୍ଞାହୀନ ହୋଇ ଭାସିବାରୁ ସ୍ଥାନୀୟ ଲୋକ ଧରିନେଉଛନ୍ତି।

ଗୋଟେଗୋଟେ ମାଛ ୫ଦ୬ କିଲୋ ଓଜନ ହେବ। ଏପରି ଘଟଣା ବାବଦରେ ମନ୍ଦିର ପ୍ରଶାସନ ସ୍ଥାନୀୟ ଆରଡି ଫାଣ୍ଡିରେ ଅଭିଯୋଗ କରିବା ସହ ଡାକବାଜିଯନ୍ତ୍ର ଦ୍ୱାରା ପୁଷ୍କରିଣୀରେ ବେଆଇନ ଭାବେ ମାଛ ନଧରିବା ପାଇଁ ଲୋକଙ୍କୁ ହଟିଯିବାକୁ କୁହାଯାଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ