Masthead

ମୁମ୍ବାଇରେ ଲାଗି ରହିଛି ବର୍ଷା

ମୁମ୍ବାଇ(ବଡ଼ ଖବର ବ୍ୟୁରୋ): ମୁମ୍ବାଇକୁ ଭିଜାଇ ଦେଲା ମୌସୁମୀ । ମୌସୁମୀ ବାୟୁ ପ୍ରଭାବରେ ମୁମ୍ବାଇ ସମତେ ଆଖପାଖ ଅଞ୍ଚଳରେ ପ୍ରବଳ ବର୍ଷା ଲାଗିରହିଛି । ଲଗାଣ ବର୍ଷାରେ ଦେଶର ଆର୍ଥିକ ରାଜଧାନୀ ମୁମ୍ବାଇ ସମ୍ପୂର୍ଣ୍ଣ ଭିଜି ଯାଇଛି । ମୁମ୍ବାଇ ମହାନଗରର ବିଭିନ୍ନ ସ୍ଥାନରେ ବର୍ଷାଜଳ ନିଷ୍କାସନ ହୋଇନ ପାରି ବିଷମ ପରିସ୍ଥିତି ସୃଷ୍ଟି କରିଛି ।

ରେଳଧାରଣା ବର୍ଷା ପାଣିରେ ବୁଡି ରହିଥିବାରୁ ଟ୍ରେନ୍ ଚଳାଚଳ ଗୁରୁତର ପ୍ରଭାବିତ ହୋଇଛି । ଖାୁଆ ଅଞ୍ଚଳରେ ବର୍ଷାପାଣି ଲଡଡି ଭାଙ୍ଗୁଛି । ଅନେକ ଯାନବାହନ ପାଣିରେ ବୁଡି ରହିଛି । ବର୍ଷା ଲାଗିରହିଥିବାରୁ ସାଧାରଣ ଜୀବନଯାତ୍ରା ପ୍ରଭାବିତ ହୋଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ