Masthead

ବଢିବ ତାତି, କଲବଲ ହେବେ ଲୋକେ

ଭୁବନେଶ୍ୱର  (ବଡ଼ ଖବର ବ୍ୟୁରୋ): ବଢିବ ତାତି । ଆହୁରି କଲବଲ ହେବେ ଲୋକେ । ୪୩.୩ ଡିଗ୍ରୀ ସହିତ ରାଜ୍ୟର ସବୁଠୁ ଉତ୍ତପ୍ତ ସହର ବଲାଙ୍ଗୀର ହୋଇଥିବାବେଳେ ୪୦ ଡିଗ୍ରୀ ଉପରେ ରାଜ୍ୟର ୨୨ ସହରର ତାପମାତ୍ରା ରହିଛି । ସମ୍ବଲପୁରରେ ଦ୍ବିତୀୟ ସର୍ବାଧିକ ୪୨.୯ ଡିଗ୍ରୀ ତାପମାତ୍ରା ରେକର୍ଡ ହୋଇଥିବାବେଳେ ଝାରସୁଗୁଡ଼ାରେ ୪୨.୮ ଡିଗ୍ରୀ ତାତି ରେକର୍ଡ ହୋଇଛି ।

ସେହିପରି ସୋନପୁରରେ ୪୨.୬ ଡିଗ୍ରୀ ତାପମାତ୍ରା ରେକର୍ଡ ହୋଇଛି । ଭୁବନେଶ୍ୱରରେ ୪୨.୬ ଡିଗ୍ରୀ ତାପମାତ୍ରା ରେକର୍ଡ ହୋଇଛି । ସେପଟେ ଆହୁରି ୫ ଦିନ କଲବଲ କରିବ ତାତି । ଅନ୍ୟପଟେ ଆଜି ରାଜ୍ୟର ବିଭିନ୍ନ ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ରହିଛି । ନୂଆପଡା, ନବରଙ୍ଗପୁର, ବଲାଙ୍ଗିର, କଳାହାଣ୍ଡି, କନ୍ଧମାଳ, ଗଞ୍ଜାମ, ମୟୂରଭଂଜ ଓ ବାଲେଶ୍ୱରରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହୋଇପାରେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ