Masthead

‘ଇଣ୍ଡିଆ’କୁ ଇଷ୍ଟ ଇଣ୍ଡିଆ ସହ ତୁଳନା କଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଳୀ  (ବଡ଼ ଖବର ବ୍ୟୁରୋ):  ଆଜି ମୌସୁମୀ ଅଧିବେଶନର ଚତୁର୍ଥ ଦିନ । ମଣିୁପୁର ତାତିକୁ ନେଇ ଆଜି ବି ସରଗରମ ଗୃହ । ଉଭୟ ଗୃହରେ ଲାଗି ରହିଛି ଉତ୍ତେଜନା । ଦିନ ୨ଟା ଯାଏଁ ଲୋକ ଭା ମୁଲତବୀ ରଖାଯାଇଛି । ମଣିପୁର ଘଟଣାକୁ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ସାଂସଦମାନଙ୍କୁ ପରାମର୍ଶ କହିଛନ୍ତି ଯେ ବିରୋଧ ପ୍ରଦର୍ଶନ କରିବା ବିରୋଧୀଙ୍କର କାମ। ସେମାନଙ୍କୁ ଏହା କରିବାକୁ ଦିଅନ୍ତୁ ।

ନିଜ କାର୍ଯ୍ୟ ଉପରେ ଧ୍ୟାନ ଦିଅନ୍ତୁ । ଆମକୁ ୨୦୪୭ ସୁଦ୍ଧା ଏକ ବିକଶିତ ଦେଶ କରିବାକୁ ପଡିବ । ତୃତୀୟ ଅବଧିରେ ଭାରତ ତୃତୀୟ ବୃହତ୍ତମ ଅର୍ଥନୀତିରେ ପରିଣତ ହୋଇଛି। ବିରୋଧୀ ଦିଗ ହୀନ। ବ୍ରିଟିଶମାନେ ଆସି ନିଜକୁ ଇଷ୍ଟ ଇଣ୍ଡିଆ କମ୍ପାନୀ ନାମରେ ନାମିତ କରିଥିଲେ ସେହିଭଳି ବିରୋଧୀ ନିଜକୁ ଇଣ୍ଡିଆ ନାମରେ ଉପସ୍ଥାପନ କରୁଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ