Masthead

‘ଇଣ୍ଡିଆ’କୁ ଇଷ୍ଟ ଇଣ୍ଡିଆ ସହ ତୁଳନା କଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଳୀ  (ବଡ଼ ଖବର ବ୍ୟୁରୋ):  ଆଜି ମୌସୁମୀ ଅଧିବେଶନର ଚତୁର୍ଥ ଦିନ । ମଣିୁପୁର ତାତିକୁ ନେଇ ଆଜି ବି ସରଗରମ ଗୃହ । ଉଭୟ ଗୃହରେ ଲାଗି ରହିଛି ଉତ୍ତେଜନା । ଦିନ ୨ଟା ଯାଏଁ ଲୋକ ଭା ମୁଲତବୀ ରଖାଯାଇଛି । ମଣିପୁର ଘଟଣାକୁ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ସାଂସଦମାନଙ୍କୁ ପରାମର୍ଶ କହିଛନ୍ତି ଯେ ବିରୋଧ ପ୍ରଦର୍ଶନ କରିବା ବିରୋଧୀଙ୍କର କାମ। ସେମାନଙ୍କୁ ଏହା କରିବାକୁ ଦିଅନ୍ତୁ ।

ନିଜ କାର୍ଯ୍ୟ ଉପରେ ଧ୍ୟାନ ଦିଅନ୍ତୁ । ଆମକୁ ୨୦୪୭ ସୁଦ୍ଧା ଏକ ବିକଶିତ ଦେଶ କରିବାକୁ ପଡିବ । ତୃତୀୟ ଅବଧିରେ ଭାରତ ତୃତୀୟ ବୃହତ୍ତମ ଅର୍ଥନୀତିରେ ପରିଣତ ହୋଇଛି। ବିରୋଧୀ ଦିଗ ହୀନ। ବ୍ରିଟିଶମାନେ ଆସି ନିଜକୁ ଇଷ୍ଟ ଇଣ୍ଡିଆ କମ୍ପାନୀ ନାମରେ ନାମିତ କରିଥିଲେ ସେହିଭଳି ବିରୋଧୀ ନିଜକୁ ଇଣ୍ଡିଆ ନାମରେ ଉପସ୍ଥାପନ କରୁଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା