Masthead

ମଦ କାରଖାନାରେ ଆଇଟି ରେଡ

କାମାକ୍ଷାନଗର(ବଡ଼ ଖବର ବ୍ୟୁରୋ): ଶକ୍ତି ମଲ୍ଟିଏୟାର ଆଣ୍ଡ ଲିମିଟେଡ କମ୍ପାନୀରେ ଆଇଟି ରେଡ । ଢେଙ୍କାନାଳ ଜିଲ୍ଲା ତୁମୁସିଙ୍ଗା ଥାନା ମାଛିଆ ଗାଁ ସ୍ଥିତ ଶକ୍ତି ମଲ୍ଟିଏୟାର ଏଣ୍ଡ ଲିମୋନେଡ଼ କମ୍ପାନୀରେ ଆଇଟି ରେଡ କରିଛି । ଗତକାଲି ଦିନ ୧୨ ଟାରୁ ଧରି ଏହି ରେଡ ଚାଲିଛି। ଦୀର୍ଘ ୧୮ ଘଣ୍ଟରୁ ଅଧିକ ସମୟ ହେବ ଆଇଟି ଡିପାର୍ଟମେଣ୍ଟର ଦୁଇଟି ଗାଡିରେ ଅଧିକାରୀ ମାନେ ରେଡ ଜାରି ରଖିଛନ୍ତି। । ତେବେ ଶକ୍ତି ମଲ୍ଟିଏୟାର ଆଣ୍ଡ ଲିମିଟେଡ କମ୍ପାନିରେ ବାହାରୁ ସ୍ପିରିଟ ଆଣି ଏଠି ମିଶ୍ରଣ କରି ବିଭିନ୍ନ ବ୍ରାଣ୍ଡର ବିଦେଶୀ ମଦ ପ୍ରସ୍ତୁତ କରାଯାଏ।

ଏହି ସବୁ ବିଦେଶୀ ମଦ ଗୁଡିକ ରାଜ୍ୟ ତଥା ରାଜ୍ୟ ବାହାରେ ମଧ୍ୟ ବିକ୍ରି କରାଯାଏ । ତେବେ ସମ୍ପୃକ୍ତ ବେସରକାରୀ କମ୍ପାନୀ ଦୀର୍ଘ ଦିନ ହେବ ପ୍ରଡକ୍ଟ ତିଆରି କ୍ଷେତ୍ରରେ ଟିକସ ଫାଙ୍କି ଆସୁଥିବା ବିଶେଷ ସୂତ୍ରରୁ ଖବର ମିଳିଛି ।ତେବେ କେତେ ଟଙ୍କାର ଟିକସ ଫାଙ୍କିଛନ୍ତି ଓ କେତେ ବର୍ଷ ହେଲେ ଏ ବିଷୟରେ କୈାଣସି ସଠିକ ସୂଚନା ମିଳିପାରି ନାହିଁ। ଏପରିକି କମ୍ପାନୀର ମୁଖ୍ୟ ଫାଟକରେ ଭିତରପଟୁ ବନ୍ଦ କରିଦିଆଯାଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ପୁଣି ବଢ଼ିବ ବର୍ଷା! 🔴 ବୈତରଣୀ ପାୱାର ପ୍ରୋଜେକ୍ଟକୁ ନୋଟିସ୍‌ 🔴 ଆକ୍ସନ ମୋଡରେ ପୋଲିସ, ଭାଙ୍ଗିଲା ଅଟୋ ଷ୍ଟାଣ୍ଡ 🔴 ମାଷ୍ଟରକ୍ୟାଣ୍ଟିନ ହିଂସାରେ ୧୧୩ ଗିରଫ, ରଦ୍ଦ ହେବ ଲାଇସେନ୍ସ! 🔴 ପୁଣି ବଢ଼ିବ ବର୍ଷା ପରିମାଣ! 🔴 କେବେ ବାହାରିବେ ଦାରା ସିଂ,ରାଗିଗଲେ ସୁୁପ୍ରିମକୋର୍ଟ 🔴 ଓଡ଼ିଶା ପାଇଁ ବଡ଼ ରେଲୱେ ଭେଟି ଦେଲେ କେନ୍ଦ୍ର ସରକାର 🔴 ଲୋୟର ପିଏମଜିରେ ଅନଲାଇନ ଗାଡ଼ି ଚାଳକ-ପୋଲିସ ମୁହାଁମୁହିଁ 🔴 ଶିବାଜୀ ମାଝୀଙ୍କ ପରଲୋକ 🔴 ଫୁଲୁଛି ସୁବର୍ଣ୍ଣରେଖା, ଜଳବନ୍ଦୀରେ ଗାଁ 🔴 ପୁଣି ବଢ଼ିବ ବର୍ଷା! 🔴 ବୈତରଣୀ ପାୱାର ପ୍ରୋଜେକ୍ଟକୁ ନୋଟିସ୍‌ 🔴 ଆକ୍ସନ ମୋଡରେ ପୋଲିସ, ଭାଙ୍ଗିଲା ଅଟୋ ଷ୍ଟାଣ୍ଡ 🔴 ମାଷ୍ଟରକ୍ୟାଣ୍ଟିନ ହିଂସାରେ ୧୧୩ ଗିରଫ, ରଦ୍ଦ ହେବ ଲାଇସେନ୍ସ! 🔴 ପୁଣି ବଢ଼ିବ ବର୍ଷା ପରିମାଣ! 🔴 କେବେ ବାହାରିବେ ଦାରା ସିଂ,ରାଗିଗଲେ ସୁୁପ୍ରିମକୋର୍ଟ 🔴 ଓଡ଼ିଶା ପାଇଁ ବଡ଼ ରେଲୱେ ଭେଟି ଦେଲେ କେନ୍ଦ୍ର ସରକାର 🔴 ଲୋୟର ପିଏମଜିରେ ଅନଲାଇନ ଗାଡ଼ି ଚାଳକ-ପୋଲିସ ମୁହାଁମୁହିଁ 🔴 ଶିବାଜୀ ମାଝୀଙ୍କ ପରଲୋକ 🔴 ଫୁଲୁଛି ସୁବର୍ଣ୍ଣରେଖା, ଜଳବନ୍ଦୀରେ ଗାଁ