Masthead

ଚମ୍ପୁଆ ପୂର୍ବତନ ବିଧାୟକଙ୍କ ଘରେ ଆଇଟି ରେଡ

ଚମ୍ପୁଆ (ବଡ଼ ଖବର ବ୍ୟୁରୋ): ଚମ୍ପୁଆ ପୂର୍ବତନ ବିଧାୟକ ସନାତନ ମହାକୁଡଙ୍କ ଘରେ ରେଡ୍ । ଟ୍ୟାକ୍ସ ଫାଙ୍କିବା ଅଭିଯୋଗରେ ଆୟକର ବିଭାଗ ପକ୍ଷରୁ ରେଡ୍ କରାଯାଉଛି । ଭୁବନେଶ୍ୱର, କେନ୍ଦୁଝର, ଯୋଡ଼ାରେ ଏକକାଳୀନ ଚଢାଉ କରାଯାଇଛି । ଆୟକର ବିଭାଗ ପକ୍ଷରୁ ମୋଟ ୧୦ଟି ସ୍ଥାନରେ ରେଡ ହୋଇଥିବା ସୂଚନା ମିଳିଛି ।

ଭୁବନେଶ୍ୱର ସହିଦ ନଗରରେ ଥିବା ବାସ ଭବନରେ ଚଢାଉ ଚାଲିଛି । ତାଙ୍କ ଘର ପାଖରେ ଥିବା ଅନ୍ୟ ଏକ ଘରେ ମଧ୍ୟରେ ରେଡ୍ କରାଯାଉଛି । ଏହା ସହ ସନାତନ ମହାକୁଡ଼ଙ୍କ ପିଏ ବିକାଶ ମହାନ୍ତିଙ୍କ ଘରେ ମଧ୍ୟ ରେଡ୍ କରାଯାଉଥିବା ସୂଚନା ମିଳିଛି । ଚଢ଼ାଉ ପାଇଁ ମହାକୁଡ଼ଙ୍କ ଘର ଆଗରେ ବିଏସଏଫ ଯବାନ ମୁତୟନ ଅଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ