Masthead

ଉଗ୍ର ରୂପ ନେଉଛି କରୋନା

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଦେଶରେ ବଢିଚାଲିଛି କରୋନା ସଂକ୍ରମିତଙ୍କ ସଂଖ୍ୟା । କମିବାରେ ନାଁ ଧରୁନି । ବଢି ଚାଲିଛି କରୋନା ଗ୍ରାଫ । ସାଧାରଣ ଲୋକଙ୍କ ଚିନ୍ତା ବଢିଚାଲିଛି । ମହାରାଷ୍ଟ୍ର, ଗୁଜରାଟ, ମଧ୍ୟପ୍ରଦେଶ ସମେତ ଅନେକ ରାଜ୍ୟରେ ସଂକ୍ରମଣ ବଢୁଥିବାରୁ ପ୍ରଶାସନ ପକ୍ଷରୁ ବିଭିନ୍ନ ପଦକ୍ଷେପ ନିଆଯାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୮୧ହଜାର ୪୬୬ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୪୬୯ଜଣଙ୍କ ମୃତ୍ୟୁ ହୋଇଛି ।

କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ଦେଶରେ କରୋନାଜନିତ ଦୈନିକ ମୃତ୍ୟୁ ସଂଖ୍ୟା ୪୦୦କୁ ବୃଦ୍ଧି ପାଇଛି । ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୧ କୋଟି ୨୩ ଲକ୍ଷ ୦୩ ହଜାର ୧୩୧ରେ ପହଞ୍ଚିଥିବାବେଳେ ମୃତ୍ୟୁସଂଖ୍ୟା ୧ ଲକ୍ଷ ୬୩ ହଜାର ୩୯୬ରେ ପହଞ୍ଚିଛି। ସମୁଦାୟ ଆରୋଗ୍ୟ ସଂଖ୍ୟା ୧ କୋଟି ୧୫ ଲକ୍ଷ ୨୫ ହଜାର ୩୯କୁ ଅଧିକ । ଦେଶରେ ଏବେ ସକ୍ରିୟଙ୍କ ସଂଖ୍ୟା ରହିଛି ୬,୧୪,୬୯୬ ।

କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ ଗୁରୁବାର ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୬,୮୭,୮୯,୧୩୮ ଲୋକଙ୍କୁ ଟିକା ଦିଆଯାଇଛି । ସେହିପରି ଆଜି ରାଜ୍ୟରୁ ୪୬୧ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ଅନ୍ୟପଟେ କେନ୍ଦ୍ର ସ୍ୱାସ୍ଥ୍ୟ ବିଭାଗ ଡାକିଛି ଜରୁରୀ ବୈଠକ । ଏଥିରେ ଯୋଗଦେବେ ୧୧ ରାଜ୍ୟର ମୁଖ୍ୟମନ୍ତ୍ରୀ । କରୋନାର ରଫତାରକୁ ନେଇ ହୋଇପାରେ ଆଲୋଚନା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭିଜିଲାନ୍ସ ଜାଲରେ BMC କାର୍ଯ୍ୟନିର୍ବାହୀ ଯନ୍ତ୍ରୀ ଜଗନ୍ନାଥ ପଟ୍ଟନାୟକ 🔴 ଜଗଦୀପ ଧନକରଙ୍କ ସୁସ୍ଥତା କାମନା କଲେ ପ୍ରଧାନମନ୍ତ୍ରୀ 🔴 ଓଡ଼ିଶା ବନ୍ଦ ଆନ୍ଦୋଳନ, କଂଗ୍ରେସ ଓ ବିଜେଡିକୁ ନୋଟିସ 🔴 ମାଲକାନଗିରି ନାବାଳିକାଙ୍କୁ ଦୁଷ୍କର୍ମ ମାମଲା, ଦୁଷ୍କର୍ମ ନୁହେଁ ଗଣଦୁଷ୍କର୍ମ 🔴 ଦିଲ୍ଲୀ ଗଲେ ମନମୋହନ, ମନ୍ତ୍ରିମଣ୍ଡଳ ଲିଷ୍ଟ ଫାଇନାଲ! 🔴 ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା, ତଦନ୍ତ ପାଇଁ ୩ ଜଣିଆ ଟିମ୍ ଗଠନ 🔴 ପୁଣି ଲଜ୍ଜା, ମାଲକାନଗିରିରେ ନାବାଳିକାଙ୍କୁ ଦୁଷ୍କର୍ମ 🔴 ୨୩ରୁ ପ୍ରବଳ ବର୍ଷା! 🔴 ବାଂଲାଦେଶରେ ଭୟଙ୍କର ବିମାନ ଦୁର୍ଘଟଣା 🔴 ମାଓବାଦୀଙ୍କ ବର୍ବରକାଣ୍ଡ, ୨ ଗ୍ରାମବାସୀଙ୍କୁ ନିର୍ମମ ହତ୍ୟା 🔴 ଭିଜିଲାନ୍ସ ଜାଲରେ BMC କାର୍ଯ୍ୟନିର୍ବାହୀ ଯନ୍ତ୍ରୀ ଜଗନ୍ନାଥ ପଟ୍ଟନାୟକ 🔴 ଜଗଦୀପ ଧନକରଙ୍କ ସୁସ୍ଥତା କାମନା କଲେ ପ୍ରଧାନମନ୍ତ୍ରୀ 🔴 ଓଡ଼ିଶା ବନ୍ଦ ଆନ୍ଦୋଳନ, କଂଗ୍ରେସ ଓ ବିଜେଡିକୁ ନୋଟିସ 🔴 ମାଲକାନଗିରି ନାବାଳିକାଙ୍କୁ ଦୁଷ୍କର୍ମ ମାମଲା, ଦୁଷ୍କର୍ମ ନୁହେଁ ଗଣଦୁଷ୍କର୍ମ 🔴 ଦିଲ୍ଲୀ ଗଲେ ମନମୋହନ, ମନ୍ତ୍ରିମଣ୍ଡଳ ଲିଷ୍ଟ ଫାଇନାଲ! 🔴 ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା, ତଦନ୍ତ ପାଇଁ ୩ ଜଣିଆ ଟିମ୍ ଗଠନ 🔴 ପୁଣି ଲଜ୍ଜା, ମାଲକାନଗିରିରେ ନାବାଳିକାଙ୍କୁ ଦୁଷ୍କର୍ମ 🔴 ୨୩ରୁ ପ୍ରବଳ ବର୍ଷା! 🔴 ବାଂଲାଦେଶରେ ଭୟଙ୍କର ବିମାନ ଦୁର୍ଘଟଣା 🔴 ମାଓବାଦୀଙ୍କ ବର୍ବରକାଣ୍ଡ, ୨ ଗ୍ରାମବାସୀଙ୍କୁ ନିର୍ମମ ହତ୍ୟା