Masthead

ଭୟ ବଢାଉଛି କରୋନା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆଜି ରାଜ୍ୟରେ ୬୯୯୮ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଖୋର୍ଦ୍ଧାରୁ ସର୍ବାଧିକ ୯୧୯ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ କଟକରୁ ୫୧୭, ନୂଆପଡାରୁ ୪୨୦, ସୁନ୍ଦରଗଡ଼ରୁ ୪୭୪, ଝାରସୁଗୁଡାରୁ ୩୯୬, ବରଗଡ଼ରୁ ୩୩୦, ଅନୁଗୁଳରୁ ୩୨୫, ସମ୍ବଲପୁରରୁ ୩୨୩, ମୟୁରଭଞ୍ଜରୁ ୩୦୮, କଳାହାଣ୍ଡିରୁ ୨୯୨,

ପୁରୀରୁ ୨୮୮ , ନବରଙ୍ଗପୁରରୁ ୨୫୫, ବଲାଙ୍ଗିରରୁ ୨୩୬, ଯାଜପୁରରୁ ୨୨୬, ଷ୍ଟେଟ ପୁଲରୁ ୧୮୫, ଗଞ୍ଜାମରୁ ୧୨୮, ରାୟଗଡ଼ାରୁ ୧୮୧, କେନ୍ଦୁଝରରୁ ୧୬୦, ସୋନପୁର ୧୩୧, ଗଜପତି ଓ ନୟାଗଡରୁ ୧୨୧, ଜଗତସିଂପୁରରୁ ୧୦୪, ବାଲେଶ୍ୱରରୁ ୯୭, ଭଦ୍ରକରୁ ୯୧, କେନ୍ଦ୍ରପଡାରୁ ୭୭ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

ଅନ୍ୟପଟେ ଦେବଗଡ଼ ୭୪, ବୌଦ୍ଧରୁ ୬୫, କୋରାପୁଟ ୫୭, କନ୍ଧମାଳ ୪୫, ମାଲକାନାଗିରି ୩୦, ଢେଙ୍କାନାଳ ୨୨ଜଣ ଚିହ୍ନଟ ହୋଇଛନ୍ତି । ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୪ଲକ୍ଷ ୩୫ହଜାର ୫୧୩କୁ ବୃଦ୍ଧି ପାଇଛି । ସେପଟେ ସୁସ୍ଥ ହେଲେଣି ୩ଲକ୍ଷ ୭୫ହଜାର ୭୨୧ଜଣ । ଆକ୍ଟିଭ କେସ ୫୭ହଜାର ୭୧୦ ରହିଥିବାବେଳେ ସେପଟେ ଟେଷ୍ଟ ସଂଖ୍ୟା ଟପିଛି ୧କୋଟି । ମୋଟ ଟେଷ୍ଟ ସଂଖ୍ୟା ୧କୋଟି ୪୧ହଜାର ୨୦୪ରେ ପହଞ୍ଚିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି