Masthead

୩ଡିଗ୍ରୀ କମିବ ରାତି ତାପମାତ୍ରା

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ ): ଆଜିଠୁ ପୁଣି ବଢିବ ଶୀତ । ଖସିବ ରାତି ତାପମାତ୍ରା । ୨ଦିନରେ ୩ ଡିଗ୍ରୀ ରାତି ତାପମାତ୍ରା ଖସିବା ନେଇ ପାଣିପାଗ ବିଭାଗର ଆକଳନ କରିଛି । କିଛି ଦିନ ଧରି ଦିନରେ ପ୍ରଚଣ୍ଡ ଖରା ଅନୁଭୂତ ହେଉଥିବା ବେଳେ ରାତିରେ ଶୀତର ପ୍ରକୋପ ମଧ୍ୟ ଜାରି ରହିଛି । ରାଜ୍ୟରେ ସର୍ବନିମ୍ନ ତାପମାତ୍ରା ଫୁଲବାଣୀ ଜି. ଉଦରଗିରିରେ ୭.୬ ଡିଗ୍ରୀ ରେକର୍ଡ କରାଯାଇଛି । ତେବେ ଆଜି ରାତିରୁ ରାଜ୍ୟର ପାରଦସ୍ତର ଖସିବା ଆରମ୍ଭ ହେବ । ୨ ଦିନରେ ରାତି ତାପମାତ୍ରା ୩ ଡିଗ୍ରୀ ପର୍ୟ୍ୟନ୍ତ ଖସିବ ବୋଲି ପାଣିପାଗ ବିଭାଗ ପକ୍ଷରୁ ଆକଳନ କରାଯାଇଛି । ଫଳରେ ରାଜ୍ୟରେ କିଛି ଅଞ୍ଚଳରେ ପ୍ରବଳ ଶୀତ ଅନୁଭୁତ ହେବା ସହ ଅନ୍ୟ କିଛି ଅଂଚଳରେ ହାଲୁକା ଶୀତ ଅନୁଭୁତ ହେବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ